ରାଜଧାନୀ ରାଜ ରାସ୍ତାରେ ବେପରୁଆ ଭାବେ ଗାଡି ଚଳାଇ ୫ ଗିରଫ
by Argus News
Mon, Sep 16 | 5:27 p.m.

ଅର୍ଗସ ବ୍ୟୁରୋ: ରାଜଧାନୀ ରାଜ ରାସ୍ତାରେ ବେପରୁଆ ଭାବେ ଗାଡି ଚଳାଇବା ଘଟଣା । 5 ଜଣଙ୍କୁ ଗିରଫ କଲା ଲକ୍ଷ୍ମୀସାଗର ଓ ଖାରବେଳ ନଗର ଥାନା ପୋଲିସ । ଲକ୍ଷ୍ମୀସାଗର ପୋଲିସ ଜଣଙ୍କୁ ଗିରଫ ସହ ଗୋଟିଏ ଗାଡି ଜବତ କରିଥିବା ବେଳେ ଖାରବେଳ ନଗର ଥାନା ପୋଲିସ ଗୋଟିଏ ଗାଡି ଜବତ ସହ 4ଜଣଙ୍କୁ ଗିରଫ କରିଛି । ସ୍ପେଶାଲ ସ୍କୁଆର୍ଡ ସହାୟତାରେ ଗିରଫ କଲା ପୋଲିସ । ୩ ଟି ଚାରି ଚକିଆ ଗାଡି ମଧ୍ୟ ଜବତ ହୋଇଛି । ଅନ୍ୟ ଅଭିଯୁକ୍ତ ମାନଙ୍କୁ ବିଭିନ୍ନ ଜାଗାରେ ଖୋଜୁଛି ପୋଲିସ । ରାମ ମନ୍ଦିରରୁ ରୁପାଲି ଛକ ପର୍ଯ୍ୟନ୍ତ ବେପରୁଆ ଭାବେ ଗାଡି ଚଲାଉ ଥିବାର ଭିଡ଼ିଓ ଭାଇରାଲ ହୋଇଥିଲା । ଯେଉଁ ଭାଇରଲ ଭିଡ଼ିଓ ଆଧାର କରି ତଦନ୍ତ କରୁଛି ପୋଲିସ।

ଅଧିକ ପଢ଼ନ୍ତୁ ଓଡିଶା ଖବର...
 

ବାଲେଶ୍ବର ବନ୍ୟା
47m ago
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ