ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ
by Argus News
Sun, Sep 29 | 1:29 p.m.

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲ୍ଲାରେ ଆଇଇଡି ବିସ୍ଫୋରଣ। ବିସ୍ଫୋରଣରେ ୫ ଯବାନ ଆହତ। ଆଜି ସକାଳୁ ଚିନ୍ନାଗେଲୁର ସିଆରପିଏଫ୍ କ୍ୟାମ୍ପରୁ ଯବାନମାନେ ଏରିଆ ଡୋମିନେସନ ପାଇଁ ଯାଇଥିଲେ। ତର୍ରେମ ଥାନା ଅଞ୍ଚଳରେ ନକ୍ସଲମାନେ ଖଞ୍ଜିଥିବା ଆଇଇଡି ବିସ୍ଫୋରଣରେ ୫ ଯବାନ ଆହତ ହୋଇଥିବା ସୂଚନା ମିଳିଛି।  

ଆହାତ ଯବାନ ମାନଙ୍କୁ ପ୍ରାଥମିକ ଉପଚାର ପରେ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ନକ୍ସଲଙ୍କ ଦ୍ବାରା ଖଞ୍ଜା ଯାଇଥିବା ଆଇଇଡି ସଂସ୍ପର୍ଶରେ କେବଳ ପୁଲିସ କିମ୍ବା ସୁରକ୍ଷାବାହିନୀର ଯବାନଙ୍କୁ କ୍ଷତି ହେଉନାହିଁ ବଂର ସାଧାରଣ ଲୋକ ମଧ୍ୟ ଏହାର ଶିକାର ହେଉଛନ୍ତି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ଅରେଞ୍ଜ ଜୁସ୍‌
now
ଅରେଞ୍ଜ ଜୁସ୍‌ ପିଇଲେ ମିଳେ ଏହି ଲାଭ
ନୂଆଦିଲ୍ଲୀ: କିଛି ଲୋକଙ୍କ ପାଇଁ ସକାଳ ବ୍ରେକଫାଷ୍ଟରେ ନିହାତି ଦରକାର ହୋଇଥାଏ ଅରେଞ୍ଜ ଜୁସ୍‌ । କିନ୍ତୁ ଏହା କଣ ସ୍ୱାସ୍ଥ୍ୟ ପାଇଁ ହିତକାରକ..
ମୂଳଦୁଆ
7m ago
କଟକର ବାଲୁବଜାରରେ ଦଶହରା ପୂଜାର ପଡିଥିଲା ମୂଳଦୁଆ
କଟକ: ହଜାର ବର୍ଷ ର ସହର କଟକ । ଏଠାକାର ବିଧି ଓ ପରଂମ୍ପରା ମଧ୍ୟ ବହୁ ପୁରୁଣା । ପୁରୁଣା ସହର କଟକର ଦଶହରା ବି ସମ୍ପୂର୍ଣ୍ଣ ନିଆରା । ଶହ ଶହ ବର୍ଷ ଧରି ପରଂମ୍ପରା ମୁତାବକ ମ
ପ୍ରଧାନମନ୍ତ୍ରୀ
23m ago
`ମନ୍ କୀ ବାତ୍'ରେ ପ୍ରଧାନମନ୍ତ୍ରୀଙ୍କ ମୁହଁରେ ଓଡ଼ିଆ ପୁଅଙ୍କ ପ୍ରଶଂସା
ଅର୍ଗସ ବ୍ୟରୋ: ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ମୟୂରଭଞ୍ଜ ଜିଲ୍ଲାର ସାନ୍ତାଳୀ ସମ୍ପ୍ରଦାୟର ଯୁବକ ରାମଜିତ୍ ଟୁଡୁଙ୍କ ଭୁରି ଭୁରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଡିଜିଟାଲ