ଜିତିଲା ଜୀବନ ; ପ୍ରଥମ ଦଫାରେ ବାହାରିଲେ ୫ ଶ୍ରମିକ
by Argus News
Tue, Nov 28 | 7:57 p.m.


ଅର୍ଗସ ବ୍ୟୁରୋ :  ୧୭ ଦିନପରେ ବାହାରକୁ ବାହାରିଲେ ୫ ଶ୍ରମିକ. ଅପେକ୍ଷାର ହେଲା ଅନ୍ତ. ବାକି ଶ୍ରମିକଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି. ଉତ୍ତରକାଶୀ ଟନେଲରେ ଫସି ରହିଥିଲେ ୪୧ ଜଣ ଶ୍ରମିକ. ଉଦ୍ଧାର କାର୍ଯ୍ୟରେ ndrf, sdrf ଟିମ ରହିଛନ୍ତି । ଆବଶ୍ୟକ ପଡିଲେ ଶ୍ରମିକଙ୍କୁ ଅଆର ଲିଫ୍ଟ କରାଯିବ ।

ଅଧିକ ପଢନ୍ତ : ଫସିଥିବା ଶ୍ରମିକଙ୍କ ପାଖରେ ପହଞ୍ଚିଲା ଏନଡିଆରଏଫ

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ