50 ଭରି ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ
by Argus News
Sat, Sep 14 | 2:54 p.m.

ଅର୍ଗସ ବ୍ୟୁରୋ:  ପୂର୍ବତନ ଚିଫ୍ ସାଇଣ୍ଟିଷ୍ଟ ନାରାୟଣ ପରିଡ଼ାଙ୍କ ଘରୁ ଲୁଟ୍ । ଭୁବନେଶ୍ୱର ଉପକଣ୍ଠ ଗୋଠପାଟଣା ସ୍ଥିତ ଘରୁ ବଡ଼ ଧରଣର ଲୁଟ୍ । 50 ଭରି ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଘରେ ସମସ୍ତେ ୟୁରୋପ ଯାଇଥିବାବେଳେ ଏହାର ସୁଯୋଗ ନେଇ ଘରର କବାଟ ଭାଙ୍ଗି କଳାକନା ବୁଲାଇଲେ ଦୁର୍ବୃତ୍ତ । ଘଟଣାସ୍ଥଳରେ ଚନ୍ଦକା ଥାନା ପୋଲିସ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି । ଏହାସହ ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ଦିନକୁ ଦିନ ଚୋରୀ ଘଟଣା ବଢ଼ିଚାଲିଥିବାବେଳେ ଏହାକୁ ବନ୍ଦ କରିବା ଆବଶ୍ୟକ ହୋଇପଡୁଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଗୋଷ୍ଠୀ ସଂଘର୍ଷ
30m ago
ଭଦ୍ରକରେ ଗୋଷ୍ଠୀ ସଂଘର୍ଷ, ୧୬୩ ଧାରା ଲାଗୁ
ଭଦ୍ରକ: ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ବୟାଙ୍ଗଡିହି ପଞ୍ଚାୟତ ଗୁଡୁପୋଖରୀ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ପତାକା ଉପୁଡାକୁ ନେଇ ଉତ୍ତେଜନା । ଯାହାକୁ ନେଇ ୪ ଜଣ ଆହତ ହୋଇଥିବାବଳେ ଜଣେ ଗୁରୁତ
100 ଦିନ
59m ago
100 ଦିନ ପୂର୍ତ୍ତି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ବଡ଼ ଘୋଷଣା
ପୁରୀ: 5 ବର୍ଷରେ 11ଟି MSME ପାର୍କ ପ୍ରତିଷ୍ଠା କରିବେ ବିଜେପି ସରକାର । ବିଜେପି ସରକାରର 100 ଦିନ ପୂର୍ତ୍ତି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଗତକାଲି ଉଚ୍ଚସ୍ତରୀ
ବଢିବ ବର୍ଷା
୨୨ ତାରିଖରୁ ବଢିବ ବର୍ଷାର ପରିମାଣ
ଭୁବନେଶ୍ୱର: ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ହାଲୁକରୁ ମଧ୍ୟମ ବର୍ଷା ଜାରି ରହିଥିବା ବେଳେ ପୁଣି ୨୨ ତାରିଖରୁ ବଢିବ ବର୍ଷାର ପରିମାଣ। ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ କିଛ