ନବୀନ ନିବାସରେ ବିଜେଡିରେ ମିଶିଲେ ଭିକେ ପାଣ୍ଡିଆନ୍
by Argus News
Mon, Nov 27 | 11:03 a.m.

ଅର୍ଗସ ବ୍ୟୁରୋ:  ନବୀନ ନିବାସରେ ବିଜେଡିରେ ମିଶିଲେ ଭିକେ ପାଣ୍ଡିଆନ୍ । ଫାଇଭ୍-T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ବିଜେଡିରେ ମିଶିଛନ୍ତି । ମୁଖ୍ୟମନ୍ତ୍ରୀ ଓ ଏକାଧିକ ମନ୍ତ୍ରୀ, ନେତାଙ୍କ ଉପସ୍ଥିତିରେ ବିଜେଡିରେ ମିଶିଲେ । ୫ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଅଛନ୍ତି ପାଣ୍ଡିଆନ୍‌। ସକାଳ ୧୦.୧୫ରେ ସେ ବିଜେଡିରେ ମିଶିଛନ୍ତି। ପରେ ମାଆ ତାରିଣୀଙ୍କ ଆଶିର୍ବାଦ ନେବାକୁ ସେ ଗଞ୍ଜାମ ତାରାତାରିଣୀ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।

ପାଣ୍ଡିଆନ୍‌ ବିଜେଡିରେ ମିଶିବା ପୂର୍ବରୁ ନବୀନ ନିବାସରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ବହୁ ନେତା ମନ୍ତ୍ରୀ ସାମିଲ ହୋଇଥିଲେ। ଏହି ହାଇଲେଭଲ ମିଟିଂରେ ଅନେକ ଆଲୋଚନା ହୋଇଥିଲା। ପରେ ସେ ଦଳରେ ମିଶିଥିଲେ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା