ମଧ୍ୟାହ୍ନ ଭୋଜନ ଖାଇ ୬ ଜଣ ଛାତ୍ରଛାତ୍ରୀ ଅସୁସ୍ଥ
by Argus News
Sat, Jul 27 | 3:33 p.m.

ବାଲେଶ୍ୱର: ମଧ୍ୟାହ୍ନ ଭୋଜନ ଖାଇ ୬ ଜଣ ଛାତ୍ରଛାତ୍ରୀ ଅସୁସ୍ଥ । ସୋର କେଦାରପୁର ପଂଚାୟତ ବାଣୀସିଆ ପ୍ରାଥମିକ ବିଦ୍ୟଳୟରେ ମଧ୍ୟାହ୍ନ ଭୋଜନ ଖାଇ ୬ ଜଣ ଛାତ୍ରଛାତ୍ରୀ ଅସୁସ୍ଥ। ସମସ୍ତଙ୍କୁ ସୋର ଡାକ୍ତରଖାନାରେ ଭର୍ତି କରାଯାଇଛି। ଆଜି ମଧ୍ୟାହ୍ନରେ ୩୫ ଜଣ ପିଲାଙ୍କୁ ମଧ୍ୟାହ୍ନ ଭୋଜନରେ ଅଣ୍ଡା ତରକାରୀ ଓ ଭାତ  ଦିଆଯାଇଥିଲା। ଖାଇବା ପରେ କେତେଜଣ ପିଲାଙ୍କ ପେଟ କାଟିବା ସହ ଛାତିରେ ଯନ୍ତ୍ରଣା ଅନୁଭବ କରି ଅସୁସ୍ଥ ହୋଇପଡିଥିଲେ। ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ଓ କମିଟି ମେମ୍ବର ପିଲାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି ।
 

ଆହୁରି ପଢନ୍ତୁ ଓଡିଶା ଖବର...

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା