ଡଙ୍ଗା ଓଲଟିବା ଘଟଣା, ୭ ମୃତଦେହ ଉଦ୍ଧାର
by Argus News
Sat, Apr 20 | 10:19 a.m.

ଅର୍ଗସ ବ୍ୟୁରୋ:  ହୀରାକୁଦ ଜଳଭଣ୍ଡାରରେ ଡଙ୍ଗା ଓଲଟିବା ଘଟଣାରେ ଡଙ୍ଗା ବୁଡ଼ିରେ ୭ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳୁ ୩ ଶିଶୁଙ୍କ ସହ ୬ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଆଉ ଜଣେ ଏବେବି ନିଖୋଜ ଅଛନ୍ତି ।  ଗତକାଲି ଅପରାହ୍ଣରେ ହୀରାକୁଦ ଜଳଭଣ୍ଡାରର ରେଙ୍ଗାଲୀ ଥାନା ଶରଧା ଘାଟରୁ ଅଳ୍ପ ଦୂରରେ ଏକ ଯାତ୍ରୀବାହୀ ଦେଶୀ ଡଙ୍ଗା ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଡଙ୍ଗା‌ରେ ଥିବା ପ୍ରାୟ ୪୩ ଜଣ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା । 

ରାଇବଣିଆ ଅଞ୍ଚଳରେ
2m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ