ବଢ଼ୁଛି ଅଂଶୁଘାତରେ ମୃତ୍ୟୁ ସଂଖ୍ୟା, ଝାରସୁଗୁଡାରେ ୭ ମୃତ !
by Argus News
Fri, May 31 | 11:36 a.m.

ଅର୍ଗସ ବ୍ୟୁରୋ: ଝାରସୁଗୁଡାରେ ଅଂଶୁଘାତରେ ୭ ମୃତ୍ୟୁ ! ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଜଣାପଡିବ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ। ଅଂଶୁଘାତ ଯୋଗୁଁ ସମସ୍ତଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ମୃତକଙ୍କ ମଧ୍ୟରେ ୬ ଟ୍ରକ ଡ୍ରାଇଭର ଓ ଜଣେ ସ୍ଥାନୀୟ ବାସିନ୍ଦା ରହିଛନ୍ତି। ରାଜ୍ୟରେ ବଢ଼ୁଛି ଅଂଶୁଘାତ ଜନିତ ମୃତ୍ୟୁ ସଂଖ୍ୟା। ଝାରସୁଗୁଡାରେ ମଧ୍ୟ ଅସ୍ୱାଭାବିକ ମୃତ୍ୟୁ ହୋଇଛି। କାଲି ୪୭ ଡିଗ୍ରୀ ସହ ଝାରସୁଗୁଡା ଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ଜିଲ୍ଲା ଥିଲା। ଯେଉଁଭଳି ଭାବରେ ତାତି ବଢ଼ି ବଢ଼ି ଚାଲିଛି ଜନଜୀବନ ଅସ୍ତବ୍ୟବସ୍ତ ହୋଇଗଲେଣି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା