ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୭ ଗୁରୁତର
by Argus News
Thu, Apr 04 | 9:49 a.m.

ଅର୍ଗସ ବ୍ୟୁରୋ: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରାକ ନିର୍ବାଚନୀ ହିଂସା । ବେଲଅଣ୍ଟା ଗ୍ରାମରେ ଗ୍ରାମବାସୀ ହୋଲି ଖେଳୁଥିବା ବେଳେ ସେହି ଗ୍ରାମର ସରପଞ୍ଚଙ୍କ ପ୍ରତିନିଧି ଅରୁଣ ନାୟକ ଗ୍ରାମବାସୀଙ୍କୁ ଅଶିଲ୍ଳ ଭାଷାରେ ଗାଳିଗୁଲଜ କରିବା ସହିତ ମାଡ଼ ମାରିଥିଲେ ଫଳରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା । ଏଥିରେ ଉଭୟ ପକ୍ଷରୁ  ୭ ଜଣ ଆହତ ହୋଇଥିଲେ ।

ଘଟଣାକୁ ନେଇ ଉଭୟ ପକ୍ଷରୁ ଥାନାରେ ମାମଲା ହୋଇଥିବା ବେଳେ ଗ୍ରାମରେ ଚାପା ଉତ୍ତେଜନା ରହିଥିବାରୁ ଗ୍ରାମରେ ପୋଲିସ ୨୪ ଘଣ୍ଟା ପ୍ଇତରା ମାରୁଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ