8 କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ
by Argus News
Sat, Jul 27 | 12:50 p.m.

ଭଦ୍ରକ:  ବାସୁଦେବପୁର ବ୍ଲକ  କମାରଗାଁ ଠାରେ  ଚୋରା ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ । ଗୋଟିଏ ସ୍କୁଟି ଗାଡି ସହିତ 8କିଲୋ ଗଂଜେଇ ଓ ଜଣକୁ ଗିରଫ କରିଛି ଅବକାରୀ ବିଭାଗ । ସ୍କୁଟିରେ ଗଂଜେଇ ଚାଲାଣ ହେଉଥିବା ନେଇ କୌଣସି ସୂତ୍ରରୁ ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରିଥିଲା।

 ତେବେ ଏହି ଚଢ଼ାଉ ସମୟରେ ବାସୁଦେବପୁର ଅବକାରୀ ବିଭାଗର କର୍ମଚାରୀ ମାନେ ସାମିଲ ଥିଲେ । ଜବତ ହେଇଥିବା ସ୍କୁଟିରୁ ଗୋଟିଏ ବୁରାରେ 8କିଲୋ ଗଂଜେଇ କୁ ଜବତ କରାଯାଇଛି । ଗିରଫ ବ୍ୟକ୍ତି ଜଣକ ବାସୁଦେବପୁର  ଭୋଇ ସାହି ଅଂଚଳର ତାପସ ମହାନ୍ତି ବୋଲି ଜଣାପଡିଛି । ତେବେ ଦିନକୁ ଦିନ ବାସୁଦେବପୁର ଅଂଚଳରେ ଚୋରା ଗଞ୍ଜେଇ କାରବାର ବଢ଼ିବାରେ ଲାଗିଛି । ଗତ କିଛି ଦିନ ପୂର୍ବରୁ ପାଖାପାଖି 30କିଲୋ ଗଂଜେଇ ଜବତ ସହ 4ଜଣକୁ ଅବକାରୀ ବିଭାଗ ଓ ପୋଲିସ ଗିରଫ କରିଥିଲା । ପୁଣି ଅବକାରୀ ବିଭାଗ ଜଣକୁ ଗିରଫ କରିବା ସହ 8କିଲୋ ଗଂଜେଇ ଜବଦ କରିଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା