ପୁଣି ପୋଲିସ-ମାଓବାଦୀ ଗୁଳି ବିନିମୟ, ୮ ନକ୍ସଲ ନିପାତ
by Argus News
Sat, Jun 15 | 1:19 p.m.

ଅର୍ଗସ ବ୍ୟୁରୋ: ପୁଣି ପୋଲିସ-ମାଓବାଦୀ ଗୁଳି ବିନିମୟ । ଏନ୍‌କାଉଣ୍ଟରରେ ଟଳିଲେ ୮ ନକ୍ସଲ । ଜଣେ ଯବାନ ସହିଦ ହୋଇଥିବା ବେଳେ, ଅନ୍ୟ ୨ ଜଣ ଗୁରୁତର ହୋଇଛନ୍ତି । ଛତିଶଗଡ଼ ନାରାୟଣପୁରରେ ହୋଇଛି ଏନକାଉଣ୍ଟର । ଛତିଶଗଡ଼ରେ ପୁଣି ସୁରକ୍ଷା ବାହିନୀଙ୍କୁ ମିଳିଛି ବଡ଼ ସଫଳତା । ନାରାୟଣପୁର ଅବୁଜମାଡ ଜଙ୍ଗଲରେ ବଡ଼ ଧରଣର ଏନକାଉଣ୍ଟର । ଆବୁଜମାଡ ଜଙ୍ଗଲର କୁତୁଲ, ଫର୍ଶୋବେଡ଼ା, କୋଡତାମେଟା ଜଙ୍ଗଲରେ ବଡ଼ ଧରଣର ମାଓ ଶିବିର ଚାଲିଥିବା ଖବର ପାଇ ନାରାୟଣପୁର, କେଣ୍ଡାଗାଁ, କାଙ୍କେର ଓ ଦାନ୍ତେୱାଡା ର DRG, STF ଓ ITBP ଯବାନଙ୍କ ମିଳିତ କୁମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା ।

ଅପରେସନ ସମୟରେ ଅବୁଜମାଡର ଘଞ୍ଚ ଜଙ୍ଗଲ ମଧ୍ୟରେ ଗୁଳ ବିନିମୟ ହୋଇଛି । ଫଳରେ 8 ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଛି । ବର୍ତମାନ ଗୁଳି ବିନିମୟ ଚାଲିଥିବା ବେଳେ ଘଟଣା ସ୍ଥଳକୁ ଅଧିକ ସଂଖ୍ୟକ ଯବାନ ଙ୍କୁ ପଠାଯାଉଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

ଟେଷ୍ଟ
59m ago
ଟେଷ୍ଟରେ ଅଶ୍ବିନ ରାଜ୍,ଭାଙ୍ଗିଲେ କୁମ୍ବଲେଙ୍କ ରେକର୍ଡ,ଏସିଆରେ ଦ୍ବିତୀୟ
ଅର୍ଗସ ବ୍ୟୁରୋ:ବିଶ୍ବ କ୍ରିକେଟରେ ଟେଷ୍ଟରେ ରାଜ୍ କରୁଛନ୍ତି ଆର.ଅଶ୍ବିନ,ବ୍ୟାଟିଂ ହେଉ ଅବା ବୋଲିଂ ସବୁଥିରେ କରୁଛନ୍ତି କମାଲ୍ । କାନପୁର ଟେଷ୍ଟରେ ବାଂଲାଦେଶର ଅଧିନାୟକ ନଜମୁଲ ହୁସେ
କାଶ୍ମୀର
କାଶ୍ମୀରକୁ ପାଲେଷ୍ଟାଇନ୍ ସହିତ ପାକିସ୍ତାନ ତୁଳନା କରିବା ହାସ୍ୟାସ୍ପଦ:ମଙ୍ଗଳନନ୍ଦନ
ଅର୍ଗସ ବ୍ୟୁରୋ: ପାକିସ୍ତାନର ମିଛବର୍ଷିଛି ଭାରତ।ଜାତିସଂଘ ମହାସଭାରେ ପାକ୍ ପ୍ରଧାନମନ୍ତ୍ରୀ ଶାହବାଜ୍ ଶରିଫ୍ ପୁଣି ବିଷ ଓଗାଳିଛନ୍ତି,ଦେଖିବାକୁ ମିଳିଛି ପାକିସ୍ତାନର କାଶ୍ମୀର ରାଗ । ଭାର
ଯୌନ ଶୋଷଣ
ଯୌନ ଶୋଷଣର ଶିକାର ହେଲେ ୧୯ ବର୍ଷୀୟ ଝିଅ
ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ଅର୍ନ୍ତଗତ ତେତେଲଖୁଟି ଗ୍ରାମର ଜଣେ ୧୯ ବର୍ଷୀୟ ଝିଅ ସହିତ ପ୍ରେମ ଓ ପରେ ବିବାହ ପ୍ରତିଶ୍ରୁତି ଦେଇ ଯୌନ ଶୋଷଣ କରି ଛାଡ଼ି ଦେଇଥିବା ଅଭିଯୋ