୮ବର୍ଷର ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ, ଥାନାରେ ଏତଲା  
by Argus News
Wed, Feb 28 | 9:15 p.m.

 କନ୍ଧମାଳ:  ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ୮ବର୍ଷ ର ନାବାଳିକା  କୁ ଦୁଷ୍କର୍ମ ନେଇ  ଥାନାରେ ଅଭିଯୋଗ ହୋଇଛି l ଅଭିଯୋଗ ପରେ ଦାରିଙ୍ଗବାଡ଼ି ଥାନାରେ କେଶ ନମ୍ବର ୩୨/୨୪ରେ ଏକ ମାମଲା ରୁଜୁ ହୋଇଥିବା ନେଇ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି l ଥାନାରେ  ଅଭିଯୋଗ ମୁତାବକ ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ୮ବର୍ଷର ୪ର୍ଥ ଶ୍ରେଣୀ ନାବାଳିକା ଘରୁ କିଛି ସଉଦା ନେବା ପାଇଁ ଦୋକାନ କୁ ଆସି ସାମଗ୍ରୀ ନେଇ ଘରକୁ ଫେରିବା ବେଳେ ଘର ନିକଟରୁ ତାକୁ ଜଣେ ଯୁବକ  ଜୋର ଜବରଦସ୍ତ ଟାଣି ନେଇ ନିଜ ଘରେ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲା ନାବାଳିକା ଜଣକ ଚିତ୍କାର କରିବାରୁ ଯୁବକ ଜଣକ ଏ ବାବଦରେ କାହାରିକୁ କହିଲେ ଜୀବନରୁ  ମାରିଦେବାକୁ କୁଆଡ଼େ ଧମକ ଦେଇଥିଲା l

ନାବାଳିକା ଜଣକ ଘରେ ପହଞ୍ଚି ସବୁ ଘଟଣା କହିବା ପରେ ଆଜି ନାବାଳିକା ଙ୍କ ବାପା ଦାରିଙ୍ଗବାଡ଼ି ଥାନାରେ ଲିଖିତ ଅଭିଯୋଗ କରିବା ପରେ ଥାନା ଅଧିକାରୀ ଶ୍ରୀ ପାତ୍ର ଙ୍କ ନିର୍ଦ୍ଧେଶ ଅନୁସାରେ   ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ତଦନ୍ତକାରୀ ଦାରିଙ୍ଗବାଡ଼ି ସବଇନ୍ସପେକ୍ଟର ଜିତେନ୍ଦ୍ର ବେହେରା  l 
 ଅଧିକ ପଢନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ