ସକାଳୁ ସକାଳୁ ଥରିଲା ଜାପାନ
by Argus News
Thu, Apr 04 | 11:22 a.m.

ଅର୍ଗସ ବ୍ୟୁରୋ : ଗତ କାଲି ଭୂମିକମ୍ପରେ ଥରିଲା ତାଇୱାନ । ଆଜି ଥରିଲା ଜାପାନ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ରହିଥିଲା । ତେବେ ଭୂକମ୍ପ ଯୋଗୁ ଏପର୍ଯ୍ୟନ୍ତ କାହାର ପ୍ରାଣ ହରାଇଥିବାର ଖବର ମିଳି ନାହିଁ।  ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି । ଗୁରୁବାର ସ୍ଥାନୀୟ ସମୟ ସକାଳ ୯ଟାରେ ଭୂକମ୍ପ ଘଟିଛି । ଭୂକମ୍ପ ହେବାରୁ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ ।

ଅଧିକ ପଢନ୍ତୁ ବିଦେଶ ଖବର
 

ଖଲ୍ଲିକୋଟ ହିଂସା ପାଇଁ
9m ago
ଖଲ୍ଲିକୋଟ ହିଂସା ପାଇଁ ଗଠନ ହେଲା SIT, ଗିରଫ ହେବେ ଫେରାର୍ ଅଭିଯୁକ୍ତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଗଠନ ହେଲା SIT . ଏସଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ । ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍
AC
12m ago
ଏସିର ଥଣ୍ଡା ପବନ ଆର୍ଥ୍ରାଇଟିସ୍ ରୋଗୀଙ୍କ ପାଇଁ ଅନେକ ସମସ୍ୟା ସୃଷ୍ଟି କରିପାରେ
ଅର୍ଗସ ବ୍ୟୁରୋ: ଏସିର ଥଣ୍ଡା ପବନ ଆର୍ଥ୍ରାଇଟିସ୍ ରୋଗୀଙ୍କ ପାଇଁ ଅନେକ ସମସ୍ୟା ସୃଷ୍ଟି କରିପାରେ । ଥଣ୍ଡା ହେତୁ ଶରୀର ଏବଂ ଗଣ୍ଠିରେ ଯନ୍ତ୍ରଣା ହେବାର ସମସ୍ୟା ବଢିପାରେ । ଏସି,କୁଲରର ପବ
ଗ୍ରୀଷ୍ମ ପ୍ରବାହ
13m ago
୨୦ ରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସକାଳେ ଖରା ଅପରାହ୍ନରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ମେଘୁଆ ପାଗ ସହ କାଁ ଭାଁ ସ୍ଥାନରେ ବର୍ଷା ହେବା