ଅଷ୍ଟମ ଶ୍ରେଣୀ ଛାତ୍ରର ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ର ଆହତ
by Argus News
Wed, Nov 22 | 12:43 p.m.

ପୁରୀ: ସ୍କୁଲ ପରିସରରେ ଛୁରାମାଡ଼ । ନାବାଳକ ଛୁରାମାଡ଼ରେ ଆଉ ଜଣେ ନାବାଳକ ଆହତ ହୋଇଛି । ପୋଲିସ ହାଇସ୍କୁଲ ପରିସରରେ ଏହି ଅଘଟଣ ଘଟିଛି । ଅଷ୍ଟମ ଶ୍ରେଣୀ ଛାତ୍ରର ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ର ଆହତ ହୋଇଥିବା ଜଣାପଡିଛି । ଆହତ ନାବାଳକଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । କୁମ୍ଭାରପଡା ପୋଲିସ ଏନେଇ ତଦନ୍ତ ଆରମ୍ଭ କରିଛି । 

ଆହୁରି ପଢନ୍ତୁ ଅପରାଧ ଖବର...

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି