ଆଠଗଡକୁ ଜିଲ୍ଲା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା
by Argus News
Thu, Dec 07 | 8:31 a.m.

କଟକ : ଆଠଗଡକୁ ଜିଲ୍ଲା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା । ଆଠଗଡ଼ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଠଗଡକୁ ଜିଲ୍ଲା ଦାବି ନେଇ ଦୀର୍ଘ ଏକମାସ ହେବ ଆଠଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପ୍ରତିକାତ୍ମକ ଧାରଣା ଚାଲୁ ରହିଛି । ଦୀର୍ଘ ଏକମାସ ହେବ ପ୍ରତିକାତ୍ମକ ଧାରଣା ଦିଆଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କମିଟି ସହିତ କୌଣସି ପ୍ରକାର ଆଲୋଚନା ନ କରିବାକୁ ନେଇ ଆଜି ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଠଗଡକୁ ଜିଲ୍ଲା ଦାବି ନେଇ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।

ଅଧିକ ପଢନ୍ତୁ ଓଡିଶା ଖବର

ଏହି ବନ୍ଦ ଡାକରାରେ ଆଠଗଡର ବୁଦ୍ଧିଜୀବି ବହୁ ସଂଗଠନ ଯୋଗଦେଇଛି ।ଏହି ବନ୍ଦ ଡାକରାରେ ଆଠଗଡର ସମସ୍ତ ସରକାରୀ ବେସରକାରୀ କାର୍ଯ୍ୟାଳୟ ଗୁଡିକ ବନ୍ଦ ରହିଥିବା ବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିବା ବେଳେ ଶାନ୍ତି ଶୃଙ୍ଖଳା ଦୃଷ୍ଟିରୁ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ