ରାଜସ୍ଥାନର ଦସୁଆରେ ବୋରଓ୍ବେଲରେ ଫସିଛି ୨ବର୍ଷର ଶିଶୁ
by Argus News
Thu, Sep 19 | 10:30 a.m.

ଅର୍ଗସ ବ୍ୟୁରୋ: ରାଜସ୍ଥାନର ଦସୁଆରେ ଖୋଲା ବୋରୱେଲ ଭିତରେ ଖସି ପଡିଛି ଏହ ୨ ବର୍ଷର ଶିଶୁ କନ୍ୟା। ବୁଧବାର ଦିନ ଏହି ଘଟଣା ଘଟିଥିବା ବେଳେ ଘଟଣାକୁ ୧୫ ଘଣ୍ଟା ବିତିଗଲାଣି। ଏବେ ଏନଡିଆରଏଫ୍ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। 

ବୋରୱେଲକୁ ଖସି ପଡିଥିବା ଶିଶୁ କନ୍ୟାକୁ ଅକ୍ସିଜେନ ପ୍ରଦାନ କରାଯାଇଛି ଏବଂ ଏବେ ତାର ସ୍ବାସ୍ଥ୍ୟାବସ୍ଥା ଠିକ୍ ଅଛି ବୋଲି ଏନଡିଆରଏଫ୍ ପକ୍ଷରୁ କୁହାଯାଇଛି। ଏହି ବୋରୱେଲଟି ପ୍ରାୟ ୩୫ ଫୁଟ୍ ଗଭୀର ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି। ଶିଶୁକନ୍ୟାକୁ ସୁରକ୍ଷିତ ଉଦ୍ଧାର କରିବାକୁ ଏନଡିଆରଏଫ କର୍ମଚାରୀ ଉଦ୍ୟମ ଜାରି ରଖିଛନ୍ତି। 

ଅଧିକ ପଢ଼ନ୍ତୁ ଭାରତ ଖବର 
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ