ଲୁହା ରଡ଼ ପଶି ୯ ବର୍ଷର ଶିଶୁ ଗୁରୁତର
by Argus News
Fri, May 31 | 11:53 a.m.

ବରଗଡ : ଖେଳୁଥିବା ସମୟରେ ୯ ବର୍ଷର ଶିଶୁ ଦେହରେ ପଶିଲା  ଲୁହା ରଡ଼ । ଚିକିତ୍ସା ପାଇଁ ପରିବାର ଲୋକେ ତୁରନ୍ତ ତାକୁ ବରଗଡ଼ ଟୁକୁର୍ଲ୍ଲl ସ୍ଥିତ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣିଥିଲେ। ତେବେ ଶିଶୁଟିର ଅବସ୍ଥା ଗୁରୁତର ଥିବାରୁ ଏବଂ ବରଗଡ଼ ମୁଖ୍ୟ ଡାକ୍ତର ଖାନାରେ ଆଇସିୟୁର ବ୍ୟବସ୍ଥା ନଥିବାରୁ ଡାକ୍ତର ତାଙ୍କୁ ବୁର୍ଲା ବଡ଼ ମେଡ଼ିକାଲକୁ ପଠାଇ ଦେଇଛନ୍ତି ।

ଅଧିକ ପଢନ୍ତୁ : ବଜ୍ରପାତରେ ମହିଳା ମୃତ

ଗୁରୁତର ଥିବା ଶିଶୁଟି ଭଟଲିର ଜୀବନ ପାତିକାର ବୋଲି ଜଣାପଡିଛି । ଆଜି ସକାଳେ ସେ ସାଙ୍ଗ ମାନଙ୍କ ସହ ଖେଳୁଥିବା ସମୟରେ ଏକ ଲୁହାରଡ ଉପରେ ପଡ଼ି ଯାଇଥିଲେ , ଯାହାଫଳରେ ରଡ଼ଟି ପିଠି ପଟ ଦେଇ ଶରୀର ଭିତରକୁ ଚାଲି ଯାଇଛି ।  ତେବେ ତାଙ୍କର ଉତ୍ତମ ଚିକିତ୍ସା କରି ଭଲ କରିଦେବାକୁ ପିଲାଟିର ମାଆ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।
 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା