ମହାନଦୀରେ ବୁଡ଼ିଲା ଡଙ୍ଗା, ଜଣେ ନିଖୋଜ 
by Argus News
Thu, Apr 04 | 2:32 p.m.

କଟକ:  ମହାନଦୀରେ ବୁଡ଼ିଲା ଡଙ୍ଗା । ଡଙ୍ଗାରେ ଥିବା ୫ ଜଣ ପହଁରି କୂଳକୁ ଆସିଥିବା ବେଳେ ଜଣେ ଏବେ ବି ନିଖୋଜ ଅଛନ୍ତି । ଅଗ୍ନିଶମ ବାହିନୀ ପକ୍ଷରୁ ଖୋଜାଖୋଜି ଜାରି ରହିଛି । ମହାନଦୀରେ ଡଙ୍ଗାରେ ବୁଲିବା କାଳ ହେଲା । ସାଙ୍ଗ ଘରକୁ ବୁଲି ଆସି ମହାନଦୀରେ ନିଖୋଜ ।


ସୂଚନାମୂତାବକ,  ବାଙ୍କୀ ଥାନା ଅନ୍ତର୍ଗତ ରତାଗଡ ପଂଚାୟତର ସହଙ୍ଗା ଗୋପାଳପୁର ଗାଁରେ ମହାନଦୀରେ ଡଙ୍ଗାରେ ୪ ଜଣ ସାଙ୍ଗ  ବୁଲୁ ଥିବା ବେଳେ ଡଙ୍ଗା ଓଲଟି ପଡ଼ିଥିଲା । ଫଳରେ ୫ ଜଣଙ୍କ ମଧ୍ୟରୁ ଚାରି ଜଣ ପହଁରି କୂଳକୁ ଆସି ଥିବା ବେଳେ ଜଣେ ନିଖୋଜ ଅଛନ୍ତି । ଅଗ୍ନିଶମ ବାହିନୀ ପକ୍ଷରୁ ଖୋଜାଖୋଜି ଚାଲିଛି।  

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ