ବିମାନ ବନ୍ଦରର ଟର୍ମିନାଲ ୨ ମୁଖ୍ୟ ଦ୍ଵାର ନିକଟରୁ ନାଗ ସାପ ଉଦ୍ଧାର
by Argus News
Thu, May 30 | 10:26 a.m.

ଅର୍ଗସ ବ୍ୟୁରୋ: ଭୁବନେଶ୍ୱର ବିମାନ ବନ୍ଦରର ଟର୍ମିନାଲ 2 ମୁଖ୍ୟ ଦ୍ଵାର ନିକଟରୁ ନାଗ ସାପ ଉଦ୍ଧାର । ସ୍ନେକ୍ ହେଲ୍ପ ଲାଇନ ଏହି ସାପକୁ ଉଦ୍ଧାର କରିଛି । 
ଏକ ନାଗ ସାପ ଫସି ଯାଇଥିଲା । ଏୟାରପୋର୍ଟ କର୍ତ୍ତୃପକ୍ଷ ସ୍ନେକ୍ ହେଲ୍ପ ଲାଇନ କୁ ଖବର ଦେଇଥିଲେ । ସ୍ନେକ୍ ହେଲ୍ପ ଲାଇନ ର ସାଧାରଣ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ ଘଟଣା ସ୍ଥଳରେ ପହଞ୍ଚି ଏକ ନାଗ ସାପ ପ୍ରାୟ 3 ଭାଗ ଦୁଇଟି ଲୁହା ସ୍କାବ ଭିତରେ ପଶି ବାହାରକୁ ମାତ୍ର ଏକ ଭାଗ ଦେଖିବାକୁ ପାଇଥିଲେ।

ନାଗ ସାପ ଲାଞ୍ଜ କୁ ଶୁଭେନ୍ଦୁ ଧରିବା ପରେ, ଏୟାରପୋର୍ଟ କର୍ମଚାରୀ ମାନେ ସେଇ ଲୁହା ସ୍ଲାବ୍ କୁ ଟେକିଥିଲେ ଏବଂ ଶୁଭେନ୍ଦୁ ଏକ ସାଢେ଼ 3 ଫୁଟ ଲମ୍ବର ନାଗ ସାପ ଉଦ୍ଧାର କରିଥିଲେ । ସାପ ଟିକୁ ସହର ବାହାରେ ଏକ ପ୍ରାକୃତିକ ଆବାସ ସ୍ଥଳୀରେ ଛାଡ଼ି ଦିଆଯାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଆଜିଠାରୁ ଏକମାସ
27m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
49m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
51m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି