ସାଳନ୍ଦୀ ନଦୀପଠାରୁ ମଇଁଷିକୁ ଝାମ୍ପିନେଲା କୁମ୍ଭୀର
by Argus News
Mon, Oct 28 | 1:05 p.m.

ଅର୍ଗସ ବ୍ୟୁରୋ:  ସାଳନ୍ଦୀ ନଦୀପଠାରୁ ମଇଁଷିକୁ ଝାମ୍ପିନେଲା କୁମ୍ଭୀର । ଭଦ୍ରକ ଆରଡ଼ି ନିକଟସ୍ଥ ଶୀତଳପୁର ଗାଁ ଦେଇ ପ୍ରବାହିତ ହେଉଥିବା ସାଳନ୍ଦୀ ନଦୀ ପଠାରେ   ମଇଁଷଟି ପାଣି ପିଉଥିବା ବେଳେ ଝାମ୍ଫିନେଇଛି  କୁମ୍ଭୀରଟି ।  ହିଂସ୍ର କୁମ୍ଭୀରଟି ୧୫\୧୬ ଫୁଟ୍‌ ଲମ୍ବର ହୋଇଥିବାରୁ ନଦୀକୂଳ ଦେଇ ଘୂରି ବୁଲୁଥିବାରୁ ଗାଁରେ କକୁଆ ଭୟ ସୃଷ୍ଟି ହୋଇଛି । ଏପରିକି ନଦୀକୂଳିଆ ଲୋକ ଭୟରେ ନଦୀକୂଳକୁ ଜଗି ରହିଛନ୍ତି । ପ୍ରତିଦିନ ନଦୀବନ୍ଧ ଦେଇ ଶତାଧିକ ପିଲା ଗାଁ ସ୍କୁଲକୁ ଯାଉଥିବା ବେଳେ, ଗ୍ରାମବାସୀ ବି ୟାତାୟତ କରୁଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

GOVERNMENT
7m ago
ଆସନ୍ତା କାଲି ଆୟୁଷ୍ମାନ ଯୋଜନା ଦ୍ୱୀତିୟ ଭାଗକୁ ଗ୍ରହଣ କରିବେ ରାଜ୍ୟ ସରକାର
ଅର୍ଗସ ବ୍ୟୁରୋ: ଓଡିଶାକୁ ମିଳିବ ମୋଦିଙ୍କ ସ୍ବାସ୍ଥ୍ୟ ଗ୍ୟାରେଣ୍ଟି । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଓଡିଶାରେ ଲାଗୁ ହେବ ଆୟୁଷ୍ମାନ ଯୋଜନା । ଆସନ୍ତା କାଲି ଏହି ଯୋଜନା
VIGILANCE
38m ago
୪ ମାସରେ ୧୨୩ ଜଣଙ୍କ ବିରୋଧରେ ଭିଜିଲାନ୍ସର ମାମଲା ଦାୟର
ଅର୍ଗସ ବ୍ୟୁରୋ: ପ୍ରଦୀପ କୁମାର ରଥ, ଓଡ଼ିଶା ବ୍ରିଜ୍ ଆଣ୍ଡ କନଷ୍ଟ୍ରକସନ୍ କର୍ପୋରେସନରେ ଏ ବାବୁ ଥିଲେ ଆଡିସନାଲ ଚିଫ୍ ଇଞ୍ଜିନିୟର। ତାଙ୍କ ଘରେ ଭିଜିଲାନ୍ସ ଚଢାଉରୁ ମିଳିଥିଲା ୧୦କୋଟ
ଧର୍ମେନ୍ଦ୍ର ପ୍ରଧାନ
ଚତୁର୍ଥ ଶିଳ୍ପ ବିପ୍ଳବରେ ବିଶ୍ୱ କଲ୍ୟାଣର ନେତୃତ୍ୱ ନେବ ଭାରତ - ଧର୍ମେନ୍ଦ୍ର ପ୍ରଧାନ
ବାରଣାସୀ: ଏକବିଂଶ ଶତାବ୍ଦୀ ଭାରତର ଶତାବ୍ଦୀ । ଚତୁର୍ଥ ଶିଳ୍ପ ବିପ୍ଳବ ସମୟରେ ଭାରତ ପାଖରେ ଦୁନିଆର ଲୋକକଲ୍ୟାଣର ନେତୃତ୍ୱ ନେବା ପାଇଁ ଏକ ଅଭୁତପୂର୍ବ ସୁଯୋଗ ରହିଛି । ଏ ଦିଗରେ ଆଇଆଇଟି