ଘର ଭିତରୁ ମିଳିଲା ରକ୍ତାକ୍ତ ମୃତଦେହ
by Argus News
Mon, Feb 26 | 12:42 p.m.

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ପୋଲସରା ଏନଏସି ବଜାର ସାହି ଛକ ନିକଟ ଏକ ଘରୁ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଛି l ମୃତ ବ୍ୟକ୍ତି ହେମନ୍ତ କନକ ଗୋହି ଓରଫ ଟିନିଆ ହୋଇଥିବା ଜଣାପଡିଛି l ଗତ ରାତିରେ ହେମନ୍ତ ନିଜ ଭଡା ଘରେ ରହିଥିବା ସମୟରେ କେହି ତାଙ୍କ ମୁଣ୍ଡକୁ  ଛୁରୀ ଆକ୍ରମଣକରି ହତ୍ୟା କରିଥିବା ଅନୁମାନ କରାଯାଉଛି l ତେବେ କିଏ ଓ କାହିଁକି ତାଙ୍କୁ ହତ୍ୟା କଲା ତାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲସରା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l

ଅଧିକ ପଢନ୍ତୁ : ୬ ମାସ ପୁଅର ତଣ୍ଟି କାଟିଲା ମାଆ
 

BJD
18m ago
ନିର୍ବାଚନବେଳେ ବିଜେଡି ଗୁଣ୍ଡାଙ୍କ ଆତଙ୍କରାଜ
ଅର୍ଗସ ବ୍ୟୁରୋ: ବିଜେଡିକୁ ମହଙ୍ଗା ପଡ଼ିବ ନିର୍ବାଚନୀ ହିଂସା । ନିର୍ବାଚନ ସମୟରେ ସାରା ରାଜ୍ୟରେ ନବୀନ ବାହିନୀର ଆତଙ୍କରାଜ ବିରୋଧରେ ଖଡ଼ଗହସ୍ତ ହୋଇଛନ୍ତି ଜନତା । ବୌଦ୍ଧର
AMIT SHAH
28m ago
ଚିଟ୍‌ଫଣ୍ଡ ସ୍କାମ୍‌ରେ ସମ୍ପୃକ୍ତ ଦୋଷୀଙ୍କୁ ଶାହଙ୍କ ଚେତାବନୀ
ଅର୍ଗସ ବ୍ୟୁରୋ : ଚିଟ୍‌ଫଣ୍ଡ ସ୍କାମ୍‌ରେ ସମ୍ପୃକ୍ତ ଦୋଷୀଙ୍କୁ ଶାହଙ୍କ ଚେତାବନୀ । ୧୮ ମାସରେ ଚିଟ୍‌ଫଣ୍ଡ ଦୋଷୀ ଜେଲ୍ ଯିବେ । କଷ୍ଟ ଅର୍ଜିତ ଟଙ୍କା ହରାଇଥିବା ଲୋକଙ୍କ
SAND FESTIVAL
33m ago
ଗ୍ରାମଦେବୀଙ୍କୁ ପୂଜା କରି ଧୁମଧାମରେ ବାଲିଯାତ୍ରା ମନାଇଲେ ଦୁର୍ଗମବାସୀ
ଅର୍ଗସ ବ୍ୟୁରୋ: ଦୁର୍ଗମର ନିଆରା ବାଲିଯାତ୍ରା। ଗ୍ରାମଦେବୀଙ୍କୁ ପୂଜା କରି ଧୁମଧାମରେ ବାଲିଯାତ୍ରା ମନାଇଛନ୍ତି ଦୁର୍ଗମବାସୀ। 22 ବର୍ଷର ଅପେକ୍ଷା ଅନ୍ତ ପରେ ବାଲିଯାତ୍ରା ମନାଇଲ