ଭୁଜାଲି ମାଡରେ ହୋଟେଲ ମାଲିକ ଗୁରୁତର ଆହତ 
by Argus News
Wed, Nov 29 | 2:10 p.m.

ମୟୂରଭଞ୍ଜ: ଭୁଜାଲିମାଡରେ ବାରିପଦାର ପ୍ରସିଦ୍ଧ ହୋଟେଲ ମାଲିକ ଗୁରୁତର ଆହତ ହୋଇଛନ୍ତି । ଆହତ ଜଣଙ୍କ ହେଲେ ୧୮ନଂ ଜାତୀୟ ରାଜପଥ ପାର୍ଶ୍ଵ ପାଲବଣି ମହୁଆ ହୋଟେଲ ମାଲିକ 'ଅଜୟ ଦାସ' । ତାଙ୍କୁ ଗୁରତର ଅବସ୍ଥାରେ ଉଦ୍ଧାର କରି ପିଆରଏମ ମେଡିକାଲ କଲେଜ ଓ ହସ୍ପିଟାଲକୁ ଅଣାଯାଇଥିଲା ।

ତେବେ ସ୍ବାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ତୁରନ୍ତ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଆକ୍ରମଣ କିଏ ଓ କାହିଁକି କରିଛି ତାହା ସ୍ପଷ୍ଟ ହୋଇନଥିବା ବେଳେ ବାରିପଦା ଟାଉନ ପୋଲିସ ପକ୍ଷରୁ ଏ ନେଇ ତଦନ୍ତ ଜାରି ରହିଛି। 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ