ଶିମିଳିପାଳ: ଗୋଟିଏ ପରେ ଗୋଟିଏ ଅଂଚଳକୁ ବ୍ୟାପିବାର ଲାଗିଛି ନିଆଁ  
by Argus News
Sat, Apr 20 | 11:25 a.m.

ଅର୍ଗସ ବ୍ୟୁରୋ:  ମୟୁରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ ରେ ଲାଗିଛି ନିଆଁ । ଗୋଟିଏ ପରେ ଗୋଟିଏ ଅଂଚଳକୁ ନିଆଁ  ବ୍ୟାପିବାର ଲାଗିଛି । ଉତ୍ତର ଶିମିଳିପାଳର ୮ଟି ପଏଣ୍ଟ ଓ ଦକ୍ଷିଣ ଶିମିଳିପାଳର ୫ଟି ପଏଣ୍ଟରେ ନିଆଁ ଲାଗିଛି । ତାଳବନ୍ଦ ଓ ଡୁକୁରା ରେଂଜରେ ଅଧିକ ନିଆଁ ଲାଗିଛି । ନିଆଁକୁ ଆୟତ୍ତ କରିବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ ଚାଲିଛି। କିନ୍ତୁ ନିଆଁର ମାତ୍ରା ଏତେ ଅଧିକ ରହିଛି ଏହା ଗୋଟିଏ ପରେ ଅଂଚଳକୁ ବ୍ୟାପୁଛି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର: 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ