ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ, ବିଜେଡି ମିଶ୍ରଣ ପର୍ବରେ ସରକାରୀ କର୍ମଚାରୀ
by Argus News
Thu, May 09 | 3:02 p.m.

ଅର୍ଗସ ବ୍ୟୁରୋ:  ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ । ସାଲେପୁରର ବିଜେଡି ବିଧାୟକ ପ୍ରାର୍ଥୀଙ୍କ ମିଶ୍ରଣ ପର୍ବରେ ସରକାରୀ କର୍ମଚାରୀ ଯୋଗ ଦେଇଥିବା ଅଭିଯୋଗ ହୋଇଛି । ସାଲେପୁର ହୋଇଥିବା ବିଜେଡିର ମିଶ୍ରଣ ପର୍ବରେ ରାଟୀଲୋ କଲେଜର କ୍ଳର୍କ ପର୍ଶୁରାମ ଶତପଥୀ, ପିଅନ ରଶ୍ମିରଞ୍ଜନ ପଣ୍ଡା ଉପସ୍ଥିତ ଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ବିଜେପି, କଂଗ୍ରେସ ଉଭୟେ ଦୁଇ ସରକାରୀ କର୍ମଚାରୀଙ୍କ ବିରୁଦ୍ଧରେ କମିଶନଙ୍କ ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛନ୍ତି। ଅଲଗା କାମ ପାଇଁ ସେଠାକୁ ଯାଇଥିବା ରାଟିଲୋ କଲେଜର କ୍ଳର୍କ ପର୍ଶୁରାମ ଶତପଥୀ କହିଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:


 

ମତଦାନ
30m ago
ଦ୍ବିତୀୟ ପର୍ଯ୍ୟାୟ ମତଦାନ, ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ୩ ଟା ସୁଦ୍ଧା ୪୮.୯୫ ପ୍ରତିଶତ ମତଦାନ। 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର
ଛତିଶଗଡ କୱର୍ଦ୍ଧାରେ
40m ago
ଛତିଶଗଡ କୱର୍ଦ୍ଧାରେ ପିକଅପ ଭ୍ୟାନ ଓଲଟିଲା : ୧୮ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଛତିଶଗଡ କୱର୍ଦ୍ଧାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏହି ଭୀଷଣ ସଡକ ଦୁର୍ଘଟଣା ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । କୁହାଯାଉଛି ଯେ ୨୦ ଫୁଟ ତଳକୁ ଏକ ଖାଇର
ଆଗାମୀ ୫ ଦିନ ରାଜ୍ୟରେ
56m ago
ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ : ୨୨ରୁ ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା
ଅର୍ଗସ ବ୍ୟୁରୋ: ରାଜ୍ୟବାସୀ ଗରମରେ ସନ୍ତୁଳି ହେଉଥିବାବେଳେ ପାଣିପାଗ ବିଭାଗ ଜାରି କରିଛି ଆଶ୍ବସ୍ତିକର ଖବର। ଆଗାମୀ ୫ ଦିନ ରାଜ୍ୟରେ ରହିବ କାଳବୈଶାଖୀର ପ୍ରଭାବ । ୨୨, ୨୩ ଓ ୨୪ ତାରିଖର