ଦେବଗଡ଼ରେ ଧର୍ମେନ୍ଦ୍ରଙ୍କୁ ବିପୁଳ ସ୍ବାଗତ-ସମ୍ବର୍ଦ୍ଧନା  
by Argus News
Sat, Feb 24 | 9:38 a.m.

 ଦେବଗଡ଼: ଦେବଗଡ଼ରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦେବଗଡ଼ରେ ପହଞ୍ଚିବା ପରେ କର୍ମୀଙ୍କ ପକ୍ଷରୁ ବିପୁଳ ସ୍ବାଗତ, ସମ୍ବର୍ଦ୍ଧନା କରାଯାଇଛି ।  ପୁରୁଣାଗଡ଼ରେ ସ୍କିଲ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିବେ । ଏହାପରେ ଦେବଗଡ଼ର ତିଲେଇବଣିରେ କେନ୍ଦ୍ରୀୟ ଚଷା ସମାଜ ପକ୍ଷରୁ ଆୟୋଜିତ ଚଷା ସମାଜର ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗଦେବେ।

ସେହିପରି ଦେବଗଡ଼ର ନିଳାବରେଣି ସାହିରେ ଆୟୋଜିତ ଅନ୍ୟଏକ ବନ୍ଧୁମିଳନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ ଅପରାହ୍ନ 3ଟାରେ ଜିଲ୍ଲା ନାଗରିକ କମିଟି ପକ୍ଷରୁ ଆୟୋଜିତ ଦେବଗଡ଼ ଜିଲ୍ଲା, ବର୍ତ୍ତମାନ ଓ ଭବିଷ୍ୟତ କାର୍ଯ୍ୟକ୍ରମରେ ଦେବଗଡ଼ କଲେଜରେ ଯୋଗଦେବେ। ସଂଧ୍ୟା 5ଟାରେ କୁଚିଣ୍ଡାର ଖଣ୍ଡାକୋଟାରେ  ବିରାଟ ଧନୁଯାତ୍ରା ଉତ୍ସବରେ ଯୋଗଦେବେ। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ADR REPORT
8m ago
ଆସିଲା ଏଡିଆର୍ ରିପୋର୍ଟ; ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା
ଭୁବନେଶ୍ୱର: ଆସିଲା ଏଡିଆର୍ ରିପୋର୍ଟ । ଓଡ଼ିଶାରେ ତୃତୀୟ ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜ
24 ELECTION
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର