ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ପଦାଧିକାରୀ ବୈଠକ
by Argus News
Mon, Feb 12 | 9:37 a.m.

ଅର୍ଗସ ବ୍ୟୁରୋ:  24 ପାଇଁ ବିଜେପିର ମାନସ ମନ୍ଥନ । ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ପଦାଧିକାରୀ ବୈଠକ । ମିଟିଂରେ ଯୋଗଦେବେ ରାଜ୍ୟ ବିଜେପିର ନିର୍ବାଚନ ପ୍ରଭାରୀ ଓ ସହ ପ୍ରଭାରୀ । ଶୀର୍ଷ ନେତୃତ୍ବଙ୍କ ସହ ୱାନ ଟୁ ୱାନ୍ ଆଲୋଚନା କରିବେ । ନିର୍ବାଚନ ରଣନୀତି ନେଇ ବୈଠକରେ ହେବ ବିସ୍ତୃତ ଆଲୋଚନା । ଏଥର ଓଡ଼ିଶାରେ ବିଜେପିର ସରକାର ସୁନିଶ୍ଚିତ । ଓଡ଼ିଶା ଗସ୍ତ ସମୟରେ ଏହି ଦମ୍ଭୋକ୍ତି କରିଛନ୍ତି ଉଭୟ ନେତା ।

୮୦ରୁ ଅଧିକ ବିଧାୟକ ଜିତିକି ଆସିବେ ଏବଂ ଲୋକସଭାରେ ୧୬ରୁ ଅଧିକ ସାଂସଦ ଜତିକି ଆସିବେ ବୋଲି କହିଛନ୍ତି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେହିପରି ସହ ପ୍ରଭାରୀ କହିଛନ୍ତି, ମହିଳା ମାନେ ଆମ ସହ ଅଛନ୍ତି ।ଓଡ଼ିଶାରେ ବିଜେପି ସରକାର ଆଣିବାରେ ମହିଳା ମାନଙ୍କର ସବୁଠୁ ବଡ଼ ଅବଦାନ ରହିବ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ