ଦୁଇ ଦିନରେ ତିନିଟି ଜୀବନ ନେଇଛି ଅଭିଯୁକ୍ତ ନାବାଳକ
by Argus News
Thu, Jun 20 | 1:40 p.m.

ଅର୍ଗସ ବ୍ୟୁରୋ:  ଭଦ୍ରକ ଗ୍ରାମାଞ୍ଚଳ ଥାନା ରାଇମଣୀ ଛକ ନିକଟରେ ଜଣେ ନାବାଳକ ତିନି ଜଣଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଦୁଇ ଦିନରେ ତିନିଟି ଜୀବନ ନେଇଛି ଅଭିଯୁକ୍ତ ନାବାଳକ । ଗତକାଲି ନାବାଳକ ଜଣଙ୍କ ଜଣେ ମହିଳା ଓ ତାଙ୍କ ଝିଅଙ୍କୁ ପଥରରେ ଛେଚି ହତ୍ୟା କରିଥିଲା। ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ମୃତ ମହିଳାଙ୍କ ସ୍ୱାମୀ ଅଭିଯୋଗ କରିଛନ୍ତି । ଆଜି ନାବାଳକର ଆଇଙ୍କ ମୃତଦେହ ମିଳିଛି । ତାଙ୍କୁ ନାବାଳକ ଜଣଙ୍କ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ରାଇମଣୀ ଛକ ନିକଟ ଏକ ବୁଦା ମୂଳରୁ ନାବାଳକର ଆଇ ସୁକାନ୍ତି ମୁଣ୍ଡାଙ୍କ ମୃତଦେହ ମିଳିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା