ପ୍ରସୂତି ବିଭାଗରେ ନବଜାତ ଶିଶୁପୁତ୍ର ଚୋରି
by Argus News
Thu, Apr 04 | 4:40 p.m.

 ବାଲେଶ୍ବର : ବାଲେଶ୍ବର ମୁଖ୍ୟଚିକିତ୍ସାଳୟର ପ୍ରସୂତି ବିଭାଗରେ ନବଜାତ ଶିଶୁପୁତ୍ର ଚୋରି।  ୭ଦିନର ଶିଶୁ ପୁତ୍ର ଚୋରୀ ହୋଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ। ବାଲିଆପାଳ ଆଠବାଟିଆ ଅଞ୍ଚଳର ଶୁସାନ୍ତ ବାରିକ ପତ୍ନୀ ଜିଲ୍ଲା ମେଡିକାଲରେ ଶିଶୁ ପୁତ୍ରକୁ ଜନ୍ମ ଦେଇଥିଲେ।

ଜଣ୍ଡିସ୍ ଚିକିତ୍ସା ଚାଲିଥିବା ବେଳେ ପ୍ରସୂତି ବିଭାଗର ବେଡ୍ ରୁ  ନବଜାତ ଶିଶୁ ପତ୍ରକୁ କେହି ଚୋରି କରିନେଇଯାଇଛି। ମେଡିକାଲ ମୁଖ୍ୟ ଚିକିତ୍ସାଳୟରେ ସଦର ଏସଡିପିଓ ଗାୟତ୍ରୀ ନାୟକ ପହଞ୍ଚି ତଦନ୍ତ କରୁଥିବା ବେଳେ ଉକ୍ତ ଶିଶୁ ପୁତ୍ରର କୌଣସି ସନ୍ଧାନ ମିଳିପାରି ନାହିଁ। 
 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାଜ୍ୟରେ ଲାଗୁ ହେବ
6m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର