ରାସ୍ତା କଡର ଲୁହା ବାଡ଼ରେ ବାଡେଇ ହୋଇ ଜଣେ ମୃତ
by Argus News
Sat, Oct 26 | 4:36 p.m.

ଅର୍ଗସ ବ୍ୟୁରୋ: ବେପରୁଆ ଗାଡ଼ି ଚାଳନା ନେଲା ଜୀବନ। ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦା ଥାନା ଅନ୍ତର୍ଗତ ପାକଟିଆ ପେଟ୍ରୋଲପମ୍ପ ନିକଟରେ ରାସ୍ତା କଡ଼ରେ ଥିବା ଲୁହା ବାଡ଼ରେ ବାଡେଇ ହୋଇ ଜଣେ ଯୁବକଙ୍କ ଦୁର୍ଘଟଣା ସ୍ଥଳରେ ମୃତ୍ୟୁ ହୋଇଛି। 

ମୃତ ଯୁବକ ଜଣକ ବଡଭାଲିଆ ଗ୍ରାମର ଦୁର୍ଗା କିଷ୍କୁ (୩୦)। ଅସାବଧାନତା ଓ ବେପରୁଆ ଗାଡ଼ି ଚାଳନା ଯୋଗୁଁ ଦୁର୍ଘଟଣା ଘଟିଛି ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ବିଜେଡି ନିର୍ବାଚନୀ
ବିଜେଡି ନିର୍ବାଚନୀ ଟଙ୍କାରେ ଆକାଶରେ ଉଡୁଥିଲେ ପାଣ୍ଡିଆନ
ଅର୍ଗସ ବ୍ୟୁରୋ: ନିର୍ବାଚନରେ ପାଣି ଭଳି ଟଙ୍କା ବୁହାଇଥିଲା ବିଜେଡି । ନିର୍ବାଚନ ଆୟୋଗଙ୍କ ନିକଟରେ ବିଜେଡି ଦାଖଲ କରିଥିବା ରିପୋର୍ଟରୁ ଆସିଛି ଆଖି ଖୋସି ଦେବା ଭଳି ରିପୋର୍ଟ । ରିପୋର୍
କାଠ ଆଣିବାକୁ
କାଠ ଆଣିବାକୁ ଯାଇ ଭାଲୁ ଆକ୍ରମଣର ଶିକାର
ଅର୍ଗସ ବ୍ୟୁରୋ: ଜଙ୍ଗଲରେ କାଠ ଆଣିବାକୁ ଯାଇ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି ଜଣେ ଯୁବକ। ପରେ ତାଙ୍କୁ ଗୁରୁତର ଭାବେ ୧୦୮ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରାଯାଇଛି । ବା
ଆବାସ ଗୃହ
ଶିବାନୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଗୃହ ମଞ୍ଜୁର
ଅର୍ଗସ ବ୍ୟୁରୋ: ଖିଲାପ କଲେ କ୍ଷମା ନାହିଁ, ଭଲ କାମ କଲେ ପୁରସ୍କାର। ଏହି ପ୍ରତିଶ୍ରୁତି ପାଳନ କରିଛନ୍ତି ସରକାର। ବାତ୍ୟା ସମୟରେ ପ୍ରଶଂସନୀୟ କାର୍ଯ୍ୟ କରିଥିବାରୁ କେନ୍ଦ୍ରାପଡ଼