ବିଷାକ୍ତ ମଦ ପିଇ ଜଣେ ଗୁରୁତର
by Argus News
Wed, May 29 | 4:19 p.m.

ଅର୍ଗସ ବ୍ୟୁରୋ: ଭୋଟ୍ ପାଇଁ ବିଷାକ୍ତ ମଦ ବାଣ୍ଟୁଛନ୍ତି BJD ନେତା। ଚାନ୍ଦବାଲି ନିର୍ବାଚନର ମଣ୍ଡଳୀ ଦୌଲତପୁର ପଞ୍ଚାୟତରୁ ଏଭଳି ସାଂଘାତିକ ଅଭିଯୋଗ ଆସିଛି । ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ଦୌଲତପୁର ପଞ୍ଚାୟତର ସୁବାସ ଦାସ ବିଷାକ୍ତ ମଦ ପିଇ ଗୁରୁତର ହେଇ ତିହିଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ପରେର ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଭଦ୍ରକ ଜିଲ୍ଲା ବିଜୁ ଯୁବ ଜନତା ଦଳର ସାଧାରଣ ସମ୍ପାଦକ ଗୋପବନ୍ଧୁ ସେନାପତି ଲୋକଙ୍କୁ ମଦ ପିଇବା ପାଇଁ ବାଧ୍ୟ କରୁଥିବା ଅଭିଯୋଗ ହୋଇଛି। BJD ନେତା ବାଧ୍ୟ କରି ମଦ ପିଆଇଥିବା ସେ ଅଭିଯୋଗ କରିଛନ୍ତି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ