ଧାନକଳରେ ଶାଢ଼ୀ ଲାଗି ମହିଳାଙ୍କ ଶୋଚନୀୟ ମୃତ୍ୟୁ
by Argus News
Sun, Feb 25 | 4:39 p.m.

ଅର୍ଗସ ବ୍ୟୁରୋ : ସିନାପାଲି ଥାନାରେ ଦେଖିବାକୁ ମିଳିଲା ଅଭାବନୀୟ ଘଟଣା । ଧାନକଳରେ ମହିଳାଙ୍କ ଶାଢ଼ୀ ଲାଗି ମହିଳାଙ୍କ ଶୋଚନୀୟ ମୃତ୍ୟୁ । ସୂଚନା ଅନୁସାରେ ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଅନ୍ତର୍ଗତ ଟିମନପୁର ଗ୍ରାମରେ ଏକ ଧାନକଳରେ ଶାଢ଼ୀ ଲାଗି ଜଣେ ମହିଳାଙ୍କ ଶୋଚନୀୟ ମୃତ୍ୟୁ ଘଟିଛି  । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଘଟଣା ଏତେ ଭୟଙ୍କର ଥିଲା ଯେ ମୃତକ ମହିଳାଙ୍କ ମୁଣ୍ଡ ଦେହରୁ ଅଲଗା ହୋଇ ଯାଇଥିଲା। ମୃତ ମହିଳା ହେଲେ ହୀରାପୁର ଗାଁର ତୁଲସେ ବନ୍ଦୀଛୋର । ଚାଉଳ ପ୍ରସ୍ତୁତି ପାଇଁ ସେ ଧାନକଳକୁ ଧାନ ଆଣିଥିଲେ । ହଠାତ ମହିଳାଙ୍କ ଶାଢ଼ୀ ଧାନକଳରେ ଲାଗି ଯିବାରୁ ଘଟଣାସ୍ଥଳରେ ତୁଲସେଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ପେଟ୍ରୋଲ ଢାଳି
8m ago
ପେଟ୍ରୋଲ ଢାଳି ଆଥଲେଟଙ୍କୁ ନିର୍ମମ ହତ୍ୟା
ଅର୍ଗସ ବ୍ୟୁରୋ: ନିର୍ଯାତନା ଏ ଶବ୍ଦ କେବଳ ଭାରତ ଭିତରେ ସୀମିତ ନୁହେଁ। ଏ ଶବ୍ଦ ସାରା ବିଶ୍ବରେ ନାରୀ ସମାଜ ଉପରେ ପ୍ରଭାବ ପକାଉଛି। ପୁରୁଷ କେବଳ ନିଜର ସୀମିତ ସ୍ବାର୍ଥ ପାଇଁ ନାରୀର ସ୍ବପ୍ନକ
ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ