ରାଜଧାନୀର ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ
by Argus News
Thu, Jun 20 | 7:24 a.m.

ଭୁବନେଶ୍ବର : ରାଜଧାନୀର ଏକ ଆପାର୍ଟମେଣ୍ଟରେ ଲାଗିଲା ନିଆଁ । ହୁତୁହୁତୁ ହୋଇ ଜଳୁଛି ଆପାର୍ଟମେଣ୍ଟ । ପଟିଆ ଛକର ଏଖ ଆପାର୍ଟମେଣ୍ଟର ୭ମ ମହଲାରେ ଲାଗିଛି ନିଆଁ ।

ଅଧିକ ପଢନ୍ତୁ ଓଡିଶା ଖବର

କେଉଁ ପରିସ୍ଥିତିରେ ଲାଗିଲା ନିଆଁ ତାହାର କାରଣ ଅସ୍ପଷ୍ଟ । ଅଗ୍ନିଶମ ବାହିନୀ ଦ୍ବାରା ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରୀ ରହିଛି । 

ପ୍ଲାଣ୍ଟରେ ବିସ୍ଫୋରଣ
20m ago
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
35m ago
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍