ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ 
by Argus News
Sun, Jun 30 | 10:56 a.m.

 ବଲାଙ୍ଗିର: ପେପର ମିଲରେ ଭୟାଭୟ ଅଗ୍ନିକାଣ୍ଡ । ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା । ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା ମହାବୀର ପେପର କାଗଜ ଫ୍ୟାକ୍ଟ୍ରିରେ ଲାଗିଛି ଭୟଙ୍କର ନିଆଁ। କୌଣସି ଏକ ରାସାୟନିକ ପଦାର୍ଥର ବିସ୍ଫୋରଣ ହେବା ଫଳରେ ନିଆଁ ଲାଗିଯାଇଥିବା ପ୍ରାଥମିକ ସୂତ୍ରରୁ ଜଣାପଡିଛି ।

କାରଖାନାର ଗୋଦାମ ଗୃହରେ ନିଆଁ ଲାଗିଥିବାରୁ କାଗଜ ଓ ବିଭିନ୍ନ ପ୍ରକାର କେମିକାଲ ଥିବାରୁ ନିଆଁ ଦୃତ ଗତିରେ ମାଡିଯାଇଥିବା ଜଣାପଡିଛି। କାରଖାନାଟି ଛୋଟ ହୋଇଥିବାରୁ ଏବଂ ଯଥେଷ୍ଟ ସୁରକ୍ଷା ବ୍ୟବସ୍ଥା ନଥିବାରୁ ଏଭଳି ଅଘଟଣ ଘଟିଥିବା ଆଶଙ୍କା କରାଯାଉଛି । ତେବେ ଅଗ୍ନିକାଣ୍ଡରେ କେତେ କ୍ଷୟକ୍ଷତି ହୋଇଛି ଜଣାପଡିନାହିଁ । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିବା ପାଇଁ ଚେଷ୍ଟା କରୁଛି  । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ନରେନ୍ଦ୍ର ମୋଦି
3m ago
ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଅର୍ଗସ ବ୍ୟୁରୋ: ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ମତ ରଖିବେ । ତୃତୀୟ ଥ
ସଲମାନ ଖାନ
ଐଶ୍ୱର୍ଯ୍ୟା କି କ୍ୟାଟ୍ରିନା ନୁହେଁ...ଏହି ଅଭିନେତ୍ରୀ ହୋଇଥାନ୍ତେ ସଲମାନଙ୍କ ପତ୍ନୀ
ଅର୍ଗସ ବ୍ୟୁରୋ: ସଲମାନ ଖାନଙ୍କ ବାହାଘରକୁ ନେଇ ସବୁବେଳେ କିଛି ନା କିଛି ଗୁଜବ ଶୁଣିବାକୁ ମିଳେ । କହିବାକୁ ଗଲେ ତାଙ୍କ ବାହାଘର ବଲିଉଡର ସବୁଠୁ ବଡ ମିଷ୍ଟ୍ରି । ସେ କାହାକୁ ବାହା ହେବେ
ଅଣସର ଭାର
ମାମୁଁ ଭଣଜାର ଅନନ୍ୟ ପରମ୍ପରା, ମାଧବ ପୀଠରୁ ବାହାରିଲା ଅଣସର ଭାର
ନିଆଳି: ଆଜି ସକାଳୁ ସକାଳୁ ପ୍ରଭୁ ଜଗନ୍ନାଥଙ୍କ ମାମୁଁ ଘର ନିଆଳି ମାଧବ ପୀଠରୁ ଅଣସର ଭାର ଶ୍ରୀକ୍ଷେତ୍ର ଅଭିମୁଖେ ବାହାରିଛି । ବିଭିନ୍ନ ପ୍ରକାର ଫଳ ମୂଳ ସହ ଦିବ୍ୟ ବଞ୍ଜନ ନେ