ଘରେ ପଶି ଶିଶୁକନ୍ୟାକୁ ଚୋରି ଉଦ୍ୟମ ବେଳେ ଧରାପଡିଲା ଚୋର
by Argus News
Sat, Sep 14 | 3:17 p.m.

ଅର୍ଗସ ବ୍ୟୁରୋ:  ପିଲାଚୋରକୁ ନିସ୍ତୁକ ମାଡ଼ । ସୁନ୍ଦରଗଡ଼ ଜିଲ୍ଲା ଟାଉନ ଥାନା ପତ୍ରାପଡାରେ ଘଟିଛି ଘଟଣା । ଘରେ ପଶି ଶିଶୁକନ୍ୟାକୁ ଚୋରି ଉଦ୍ୟମ କରୁଥିବାବେଳେ ଶିଶୁର ମା ଦେଖି ପାଟି କରିଥିଲେ । ପରେ ସ୍ଥାନୀୟ ଲୋକ ଚୋରକୁ କାବୁ କରି ମାଡ଼ ମାରିଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଚୋରକୁ ଉଦ୍ଧାର କରି ସୁନ୍ଦରଗଡ଼ ମେଡିକାଲରେ ଭର୍ତ୍ତି କରିଛି । ଏହି ଛୁଆ ଚୋରି ରେକର୍ଡ଼ରେ ଆହୁରି ତିନିଜଣ ରହିଛନ୍ତି ବୋଲି କହିଛନ୍ତି ସ୍ଥାନୀୟ ଲୋକ ପୋଲିସକୁ ସୂଚନା ଦେବା ସହ ପାଟ୍ରୋଲିଂକୁ ଆହୁରି କଡ଼ା କରିବାକୁ ଅନରୋଧ କରିଛନ୍ତି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଗୋଷ୍ଠୀ ସଂଘର୍ଷ
26m ago
ଭଦ୍ରକରେ ଗୋଷ୍ଠୀ ସଂଘର୍ଷ, ୧୬୩ ଧାରା ଲାଗୁ
ଭଦ୍ରକ: ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ବୟାଙ୍ଗଡିହି ପଞ୍ଚାୟତ ଗୁଡୁପୋଖରୀ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ପତାକା ଉପୁଡାକୁ ନେଇ ଉତ୍ତେଜନା । ଯାହାକୁ ନେଇ ୪ ଜଣ ଆହତ ହୋଇଥିବାବଳେ ଜଣେ ଗୁରୁତ
100 ଦିନ
55m ago
100 ଦିନ ପୂର୍ତ୍ତି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ବଡ଼ ଘୋଷଣା
ପୁରୀ: 5 ବର୍ଷରେ 11ଟି MSME ପାର୍କ ପ୍ରତିଷ୍ଠା କରିବେ ବିଜେପି ସରକାର । ବିଜେପି ସରକାରର 100 ଦିନ ପୂର୍ତ୍ତି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଗତକାଲି ଉଚ୍ଚସ୍ତରୀ
ବଢିବ ବର୍ଷା
58m ago
୨୨ ତାରିଖରୁ ବଢିବ ବର୍ଷାର ପରିମାଣ
ଭୁବନେଶ୍ୱର: ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ହାଲୁକରୁ ମଧ୍ୟମ ବର୍ଷା ଜାରି ରହିଥିବା ବେଳେ ପୁଣି ୨୨ ତାରିଖରୁ ବଢିବ ବର୍ଷାର ପରିମାଣ। ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ କିଛ