ଗଭୀର ସମୁଦ୍ରରେ ଭାସି ଯାଇ ଜଣେ ପର୍ଯ୍ୟଟକଙ୍କର ମୃତ୍ୟୁ
by Argus News
Wed, Sep 04 | 7:51 p.m.

ପୁରୀ: ପୁଣି ସମୁଦ୍ର ସ୍ନାନ ହେଲା କାଳ। ଗଭୀର ସମୁଦ୍ରରେ ଭାସି ଯାଇ ଜଣେ ପର୍ଯ୍ୟଟକଙ୍କର ମୃତ୍ୟୁ । ମୃତ ପର୍ଯ୍ୟଟକ ଜଣକ ହେଲେ ପଶ୍ଚିମ ବଙ୍ଗର ଶୁଶାନ୍ତ ଅଧିକାରୀ । ସର୍ଗଦ୍ୱାର ନିକଟ ସମୁଦ୍ରରେ ସ୍ନାନ କରୁଥିବା ସମୟରେ ଜୁଆରରେ ଭାସି ଯାଇଥିଲେ ଶୁଶାନ୍ତ । ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର ।
 

ଆହୁରି ପଢନ୍ତୁ ଓଡିଶା ଖବର...

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ