ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ ,୩୦ ଯାତ୍ରୀ ଆହତ
by Argus News
Wed, Feb 21 | 11:48 a.m.

ଅର୍ଗସ ବ୍ୟୁରୋ: ସୁନ୍ଦରଗଡ଼ ଟିକାୟତପାଲି ଥାନା ଖମଣ ନିକଟରେ ଦୁର୍ଘଟଣା । ଯାତ୍ରୀବାହି ବସକୁ ଧକ୍କା ଦେଲା ଟ୍ରକ୍ । ଦ୍ରୁତ ଗତିରେ ଆସୁଥିବା ଟ୍ରକ୍ ‘ଅନୁପମା’ ନାମକ ବସଟିକୁ ଧକ୍କା ଦେଇଛି । ଏଥିରେ ୧୦ ଜଣ ଯାତ୍ରୀ ଗୁରୁତର ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। 

ବସଟି ରାଉରକେଲାରୁ ଭୁବନେଶ୍ୱର ଯାଉଥିବା ବେଳେ ଦୁର୍ଘଟଣା ହୋଇଛି । ଗୁରୁତରଙ୍କୁ ଚିକିତ୍ସା ପାଇଁ ରାଉରକେଲା ଓ ବଣାଇକୁ ପଠାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ