ଉତ୍ତର ପ୍ରଦେଶରେ ଭୁଶୁଡ଼ିଲା ଦୁଇ ମହଲା ବିଲ୍ଡିଂ
by Argus News
Sat, Sep 14 | 9:44 p.m.

ଅର୍ଗସ ବ୍ୟୁରୋ : ଉତ୍ତର ପ୍ରଦେଶରେ ଭୁଶୁଡ଼ିଲା ଦୁଇ ମହଲା ବିଲ୍ଡିଂ । ମେରଟରେ ଆଜି ସଂଧ୍ୟାରେ ଏହି ଘଟଣା ଘଟିଛି । ପୁରୁଣା ବିଲ୍ଡିଂ ଭୁଶୁଡ଼ି ପଡ଼ିଥିବାବେଳେ ବହୁ ଲୋକ ଭଗ୍ନାବଶେଷ ତଳେ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି ।

ଅଧିକ ପଢନ୍ତୁ : ବର୍ଷା ଓ ପବନରେ ଭୁଶୁଡ଼ିଲା ଦିଲ୍ଳୀ ବିମାନବନ୍ଦର ଛାତ , 3 ମୃତ

ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏଯାଏ ଘଟଣାରେ ମୃତକ ଓ ଆହତଙ୍କ ସୂଚନା ମିଳିପାରିନାହିଁ । ଗତ ସପ୍ତାହରେ ଲକ୍ଷ୍ନୌରେ ତିନି ମହଲା ବିଲ୍ଡି ଭୁଶୁଡ଼ିବା ଯୋଗୁଁ 25ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା ।
 

ୱାକି ଟକି ବ୍ଲାଷ୍ଟ
20m ago
ଆଜି ମଧ୍ୟପ୍ରାଚ୍ୟରେ ୱାକି ଟକି ବ୍ଲାଷ୍ଟ , ୨୦ରୁ ଅଧିକ ମୃତ
ଅର୍ଗସ ବ୍ୟୁରୋ : ମଧ୍ୟପ୍ରାଚ୍ୟରେ ସିରିଜ୍ ଗ୍ୟାଜେଟ୍ ହମଲା । ଲେବାଲନ୍ ପେଜର୍ ବ୍ଲାଷ୍ଟରେ ଥରହର ହେବା ପରେ ଆଜି ୱାକି ଟକି ବ୍ଲାଷ୍ଟରେ ୨୦ରୁ ଅଧିକ ମୃତ ଏବଂ ଅନେକ ଆହତ ହୋଇଛନ୍ତି
ରୋଜଗାର
23m ago
୧୦୦ ମହିଳାଙ୍କୁ ରୋଜଗାର ଯୋଗାଉଛି ଅଳିଆ ଆବର୍ଜନା
କୋରାପୁଟ: ଅଳିଆ ଆବର୍ଜନା ଯୋଗାଇଛି ରୋଜଗାର । ଯାହାକୁ ଅଳିଆ କହି ଲୋକେ ବାହାରେ ଏଣେ ତେଣେ ଫୋପାଡି ଦିଅନ୍ତି, ସେହି ଅଳିଆ ଆଜି ଜୟପୁରର ୧୦୦ ମହିଳାଙ୍କୁ ଯୋଗାଉଛି ରୋଜଗାର। ଅଳିଆ
ଗଣଦୁଷ୍କର୍ମ
38m ago
୧୮ ବର୍ଷୀୟା ଯୁବତୀଙ୍କ ସହ ଗଣଦୁଷ୍କର୍ମ ନେଇ ଅଭିଯୋଗ
ସୁନ୍ଦରଗଡ : ସୁନ୍ଦରଗଡ ଜିଲ୍ଲା କୁତ୍ରା ଅଞ୍ଚଳରେ ଚାଞ୍ଚଲ୍ୟ । ୧୮ ବର୍ଷୀୟା ଯୁବତୀଙ୍କ ସହ ଗଣଦୁଷ୍କର୍ମ ନେଇ ଅଭିଯୋଗ । କୁତ୍ରା ଥାନାରେ ପୀଡିତାଙ୍କ ଅଭିଯୋଗ ପରେ ମାମଲା ରୁଜୁ