କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
by Argus News
Sun, Feb 04 | 1:28 p.m.

ଅର୍ଗସ ବ୍ୟୁରୋ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ଯିବା ବାଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ । କଣ୍ଟାମାଳରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯିବା ବେଳେ ମନମୁଣ୍ଡା ଗାନ୍ଧୀଛକ ନିକଟରେ ପୁଷ୍ପ ଗୁଚ୍ଛ ଓ ଉପଢୌକନ ଦେଇ ସ୍ୱାଗତ କରିଥିଲେ ବିଜେପି କର୍ମୀ । ପରେ ଡାକବଙ୍ଗଳାରେ କର୍ମୀଙ୍କ ସହ ଆଲୋଚନା କରିଥିଲେ । କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନା କିପରି ଭାବରେ ରାଜ୍ୟର ସମସ୍ତ ହିତାଧିକାରୀ ପାଇପାରିବେ ସେନେଇ ପ୍ରୟାସ ଜାରି ରହିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

MODI
1m ago
ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ରାଜ୍ୟରେ ସତ୍ତା ପରିବର୍ତ୍ତନ ପାଇଁ ବିଜେପି ପ୍ରଚାରର ମଙ୍ଗ ଧରିଛନ୍ତି ଖୋଦ୍ ପ୍ରଧାନମନ୍ତ୍ରୀ। ଏଥିପାଇଁ ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତ
BJP
7m ago
ବାଲେଶ୍ବରରେ ବିଜେପିର ଶକ୍ତି ପ୍ରଦର୍ଶନ
ଅର୍ଗସ ବ୍ୟୁରୋ : ୨୪ ନିର୍ବାଚନ ପାଇଁ ଜୋସରେ ରାଜ୍ୟ ବିଜେପିର ହେଭିୱେଟ୍ । ବାଲେଶ୍ବରରେ ଏକାଠି ପ୍ରଚାର କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍
31 LAKH CASH
19m ago
ଟିଟଲାଗଡ଼ରୁ ୩୧ ଲକ୍ଷରୁ ଉର୍ଦ୍ଧ ଜାଲନୋଟ ଜବତ ଘଟଣା
ଅର୍ଗସ ବ୍ୟୁରୋ : ଟିଟଲାଗଡ଼ରୁ ୩୧ ଲକ୍ଷରୁ ଉର୍ଦ୍ଧ ଜାଲନୋଟ ଜବତ ଘଟଣା । ଅଭିଯୁକ୍ତ ଲିଙ୍ଗରାଜ ବେହେରାକୁ ୫ ବର୍ଷ ସଶ୍ରମ ଦଣ୍ଡାଦେଶ ଦେଇଛନ୍ତି ମାନ୍ୟବର ଟିଟିଲାଗଡ଼ ଆସିଷ୍ଟାଣ୍ଟ ସେସନ୍ସ ଜଜ