ବଜ୍ରପାତରେ ମହିଳା ମୃତ 
by Argus News
Thu, May 30 | 7:31 p.m.

ଗଜପତି:  ଆଜି ଅପରାହ୍ନରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି l ମୃତ ମହିଳା ଜଣକ ହେଲେ ଗଜପତି ଜିଲ୍ଲା ମୋହନା ଥାନା ରାଚାଗୁଡ଼ା ଗ୍ରାମର ତୁଳସୀ ଦଳାଇ l  ଅପରାହ୍ନ ପ୍ରାୟ ସାଢେ 3 ଟାରେ ତୁଳସୀ ନିଜ ଗାଁ ନିକଟସ୍ଥ ନାଳକୁ ଗାଧୋଇବାକୁ ଯାଇଥିଲେ l

ଏହି ସମୟରେ ଘଡଘଡି ସହ ବର୍ଷା ହୋଇଥିଲା l ତୁଳସୀ ନାଳ ପାଖରେ ଥିବା ଏକ ଗଛ ମୂଳରେ ଆଶ୍ରୟ ନେଇଥିବା ବେଳେ ବଜ୍ରପାତ ହୋଇଥିଲା  l ଗଛ ମୂଳରେ ଗୁରୁତର ଅବସ୍ଥାରେ ତୁଳସି ପଡ଼ିଥିବା ଖବର ପାଇ ଗାଁ ଲୋକେ ଘଟଣା ସ୍ଥଳରେ ପହଁଞ୍ଚି ତାଙ୍କୁ ଉଦ୍ଧାର କରି ମୋହନା ମେଡିକାଲ ରେ ଭର୍ତ୍ତି କରିଥିଲେ l ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି l 
 ଅଧିକ ପଢନ୍ତୁ ଓଡ଼ିଶା ଖବର 
 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ