କୁଲରରେ ପାଣି ଭର୍ତ୍ତି କରିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ପ୍ରାଣ ହରାଇଲେ ମହିଳା 
by Argus News
Mon, Jun 10 | 11:58 a.m.

ଦେବଗଡ: କୁଲରରେ ପାଣି ଭର୍ତ୍ତି କରିବାବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ପ୍ରାଣ ହରାଇଲେ ମହିଳା । ଦେବଗଡ ପୌରାଞ୍ଚଳ ଭୁଳିଆସାହିରେ ଆଜି ସକାଳୁ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରଞ୍ଜିତ ୟାଦବଙ୍କ ସ୍ତ୍ରୀ ରାଜକୁମାରୀ କୁଲରରେ ପାଣି ଭର୍ତ୍ତି କରୁଥିବା ବେଳେ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇ ପଡିଥିଲେ । 

ପରିବାର ଲୋକ ତାଙ୍କୁ ଉଦ୍ଧାର କରି ତୁରନ୍ତ ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିବାବେଳେ ଡାକ୍ତର ମୃତ ଘୋଷଣା କରିଥିଲେ । ଦେବଗଡ ଥାନା ପୋଲିସ ସୂଚନା ପାଇ ଡାକ୍ତରଖାନାରୁ ଶବ ଜବତ କରିବା ସହ ଅଧିକ ତଦନ୍ତ କରୁଥିବା ଜଣାପଡିଛି । ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ପାଇଁ ଶବ ପଠାଇଛି ।

ଆହୁରି ପଢନ୍ତୁ ଓଡିଶା ଖବର...

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା