ଆପାର୍ଟମେଣ୍ଟରୁ ମହିଳାଙ୍କୁ ଅପହରଣ
by Argus News
Thu, Jun 20 | 8:42 p.m.

ଭୁବନେଶ୍ୱର: ସୁରକ୍ଷିତ ନୁହଁ ରାଜଧାନୀ । ଦିନକୁ ଦିନ ବଢୁଛି ଅପରାଧୀଙ୍କ ସଂଖ୍ୟା । ଭୁବନେଶ୍ୱରର ଏକ ପ୍ରତିଷ୍ଠିତ ଆପାର୍ଟମେଣ୍ଟରୁ ମହିଳାଙ୍କୁ ଅପହରଣ କରାଯାଇଥିବା ସୂଚନା ମିଳିଛି । ଏପରିକି ଅପହରଣକାରୀ କୋଟିଏ ଟଙ୍କା ମାଗୁଛନ୍ତି ।  ଚନ୍ଦକା ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ଅପହୃତ ମହିଳାଙ୍କ ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିବା ପରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି । ଅପହରଣ ପଛର କାରଣ ଅସ୍ପଷ୍ଟ ରହିଛି । 

ଅନ୍ୟପଟେ ଦିନକୁ ଦିନ ରାଜଧାନୀ ଭୁବନେଶ୍ୱର ଅପରାଧର ସହର ପାଲଟିଛି । ପ୍ରତିଦିନ ଛୋରି, ଛିନତାଇ ଭଳି ଘଟଣା ସାମନାକୁ ଆସୁଛି । ରାଜ୍ୟ ରାଜଧାନୀରେ ରହିବାକୁ ଲୋକଙ୍କ ମଧ୍ୟରେ ଅଧିକ ଉତ୍କଣ୍ଠା ରହୁଥିବାବେଳେ ଏଭଳି ଘଟଣା ବଢି ଚାଲିଛି । ଏବେ ସ୍ଥିତି ଏମିତି ହେଲାଣି ଲୋକେ ଭୁବନେଶ୍ୱରରେ ରହିବାକୁ ମଧ୍ୟ ଡରିଲେଣି । ବାରମ୍ବାର ଏପରି ଘଟଣା ସାମନାକୁ ଆସୁଥିବାବେଳେ ଲୋକେ ଅସନ୍ତୋଷ ପ୍ରକାଶ କରିଛନ୍ତି । 

ଆହୁରି ପଢନ୍ତୁ ଓଡିଶା ଖବର...
 

ପ୍ଲାଣ୍ଟରେ ବିସ୍ଫୋରଣ
19m ago
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
34m ago
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍