କାଠ ଫାଳିଆରେ ପିଟିପିଟି ଯୁବକଙ୍କୁ ହତ୍ୟା
by Argus News
Sun, Oct 06 | 5:25 p.m.

ଅର୍ଗସ ବ୍ୟୁରୋ: କାଠ ଫାଳିଆରେ ପିଟିପିଟି ଯୁବକଙ୍କୁ ହତ୍ୟା । ଆତ୍ମସମର୍ପଣ କରିଥିବା ଅଭିଯୁକ୍ତଙ୍କୁ ଅଟକ ରଖି ଅଧିକ ପଚରା ଉଚୁରା କରିଛି ପୋଲିସ । ନୂଆପଡା ଜିଲ୍ଲା ଖଡ଼ିଆଳ ସହର ର ଗୋଶାଳା ନିକଟରେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତକ ଯୁବକ ଜଣଙ୍କ ଲକ୍ଷ୍ମୀପୁର ଗାଁର ମିତୁ ବାରିକ ୉ ଗୋଶାଲା ଛକ ନିକଟରେ ଥିବା ଅଭିଯୁକ୍ତ ବେଣୁଧର ମାଝୀ ମିତୁ ଙ୍କୁ କାଠ ଫାଳିଆରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏଥିରେ ଅଭିଯୁକ୍ତ ବେଣୁଧର ମାଝୀ ଙ୍କୁ ପୋଲିସ ଅଟକ ରଖି ଅଧିକ ପଚରା ଉଚୁରା କରୁଛି । ଏ ନେଇ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ କ୍ଷତି ପୂରଣ ଦାବି ନେଇ ଖଡ଼ିଆଳ ଥାନା ଆଗରେ ଗର୍ଜିଛନ୍ତି ଲୋକେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର...

ମ୍ୟାଚ
ଆଇସିସି ମହିଳା ଟି-୨୦ ବିଶ୍ୱକପ, ଭାରତ ଜିତିଲା ପ୍ରଥମ ମ୍ୟାଚ
ନୂଆଦିଲ୍ଲୀ: ଆଇସିସି ମହିଳା ଟି-୨୦ ବିଶ୍ୱକପରେ ଭାରତ ଜିତିଲା ପ୍ରଥମ ମ୍ୟାଚ । ଭାରତ ପାକିସ୍ତାନକୁ ୬ ୱିକେଟରେ ହରାଇ ତାର ବିଜୟ ଅଭିଯାନ ଆରମ୍ଭ କରିଛି । ଭାରତ ତାର ପ୍ରଥମ ମ୍ୟାଚର
ବେଆଇନ୍ ମେଡିସିନ୍
କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍ ?
ମାଲକାନଗିରି : କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍। ମାଲକାନଗିରି ମୋଟୁ ଇସଲାମନଗରର ବେଆଇନ୍ କାରବାର ପଛର କିଏ ସେହି ସଇତାନ୍। ମାସୁମ
ଆକ୍ସନ୍
ଭବାନୀପାଟଣା ଫରେଷ୍ଟର୍ ସଞ୍ଜୟ ନାୟକ ଆତ୍ମହତ୍ୟା ମାମଲାରେ ଆକ୍ସନ୍
କଳାହାଣ୍ଡି: ଚାରା ଦୁର୍ନୀତି କରୁଥିଲେ, ପିସି କାରବାର ପାଇଁ ଅଧନସ୍ଥ କର୍ମଚାରୀଙ୍କ ଉପରେ ମାନସିକ ଚାପ ପକାଉଥିଲେ। ଶେଷରେ ଅତିଷ୍ଠ ହୋଇ ଆତ୍ମହତ୍ୟା କଲେ କଳାହାଣ୍ଡି ଜାରିଙ୍ଗି ହାଇଟେକ