ରିୟାଙ୍କ ନାଁ ରେ ଥାନାରେ ଅଭିଯୋଗ ଦେଲେ ଜଣେ ଯୁବତୀ
by Argus News
Tue, Jul 09 | 6:58 p.m.

ଅର୍ଗସ ବ୍ୟୁରୋ :  ରିୟା ଏବଂ ତାଙ୍କ ସ୍ୱାମୀ ନିର୍ଯାତନା ଦେଉଥିବା ଅଭିଯୋଗ  । ଯୁବତୀ ଜଣଙ୍କ କେୟାର ଟେକର ଭାବରେ କାମ କରୁଥିଲେ । ତାଙ୍କ ସ୍ୱାମୀ ବିୟର ବୋତଲରେ ତାଙ୍କୁ ବାଡେଇ ଥିବା ଚନ୍ଦ୍ରଶେଖରପୁର ଥାନାରେ ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ତଦନ୍ତ କରୁଛି ପୋଲିସ । ରିୟାଙ୍କ ଘରୁ ଖସି ପଳେଇ ଆସି ଥାନାରେ କଲେ ଅଭିଯୋଗ  ।

ଅଧିକ ପଢନ୍ତୁ ମନୋରଞ୍ଜନ ଖବର

ଦେଢ଼ ବର୍ଷ ହେବ ଯୁବତୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ଅଭିଯୋଗ । ରିୟା ଯୁବତୀଙ୍କୁ ବାହାର ପଟୁ ଲକ କରି ରଖୁଥିବା ସାଙ୍ଘାତିକ ଅଭିଯୋଗ ହୋଇଛି । 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା