ରାସ୍ତା ଉପରେ ଯୁବକଙ୍କୁ ଗଳାକାଟି ହତ୍ୟା
by Argus News
Wed, Jul 10 | 9:34 a.m.

ଅର୍ଗସ ବ୍ୟୁରୋ: ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ମଣ୍ଡୋସିଲ ଗ୍ରାମରେ ଘଟିଛି ଏପରି ଏକ ଅଭାବନିୟ ଘଟଣା। ତେବେ ଗତରତିରେ ମଣ୍ଡୋସିଲରୁ ଭୁତମୁଣ୍ଡା ଯିବା ରାସ୍ତାରେ କିଛି ଯୁବକ ବାଇକରେ ଆସି ସେହି ଗ୍ରାମର ପିଙ୍କୁ ସାହୁ ନାମକ ଜଣେ ଯୁବକଙ୍କ ସହ ଝଗଡା କରିବା ସହ ତାଙ୍କୁ ଜୀବନରୁ ମାରି ଦେଇଥିବା ଜଣାପଡିଛି। 

ତେବେ ରାତିରେ ଗାଁ ଲୋକେ ଜାଣିବା ପରେ ପୋଲିସକୁ ସୂଚନା ଦେଇଥିବା ବେଳେ ପାଇକମାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠେଇ ତଦନ୍ତ କରୁଥିବା ସୂଚନା ଦେଇଛନ୍ତି ଥାନା ଅଧିକାରୀ। ପୂର୍ବଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ପୋଲିସ ସୂଚନା ଦେଇଛି। 

ଅଧିକ ପଢ଼ନ୍ତୁ ଅପରାଧ ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା