ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ ଆଦମୀ ପାର୍ଟୀର ନେତ୍ରୀ ଅତିଶୀ
by Argus News
Sat, Sep 21 | 8:14 a.m.

ଅର୍ଗସ ବ୍ୟୁରୋ: ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ ଆଦମୀ ପାର୍ଟୀର ନେତ୍ରୀ ଅତିଶୀ। ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ସରକାର ଗଢ଼ିବା ପ୍ରସ୍ତାବକୁ ସ୍ବୀକାର କରିନେଇଛନ୍ତି । ଏଥିସହ ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ପତ୍ରକୁ ମଧ୍ୟ ଗ୍ରହଣ କରିଛନ୍ତି ରାଷ୍ଟ୍ରପତି । 

ତେବେ ଆଜି ଆତିଶୀଙ୍କ ସମେତ କେଜ୍‌ରିଓ୍ବାଲଙ୍କ ସରକାରରେ ମନ୍ତ୍ରୀ ଥିବା ଗୋପାଳ ରାୟ, କୈଳାସ ଗେହଲଟ, ସୌରଭ ଭରଦ୍ୱାଜ ଏବଂ ଇମ୍ରାନ୍‌ ହୁସେନ୍‌ ମଧ୍ୟ ମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଆପ୍ ସରକାରର ଏହି ନୂଆ କ୍ୟାବିନେଟରେ ଦଳର ୨ ନୂଆ ବିଧାୟକ ସାମିଲ ହେବା ନେଇ ଚର୍ଚ୍ଚା ହେଉଛି। ଗତ ୧୭ ତାରିଖରେ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆତିଶୀ ନୂଆ ସରକାର ଗଠନ ପାଇଁ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ।

CM VISIT
17m ago
୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
କେନ୍ଦୁଝର: କେନ୍ଦୁଝର ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କର ଦ୍ଵିତୀୟ ଦିନର ଗସ୍ତ କାର୍ଯ୍ୟକ୍ରମ । କେନ୍ଦୁଝର ଷ୍ଟାଡିୟମ୍ ପଡିଆରେ ମର୍ଣ୍ଣିଂ ୱାକ୍ ସହ ଚାଏ ପେ' ଚର୍ଚ୍ଚା କାର୍ଯ୍ୟକ୍ରମର
କୋଣାର୍କ ସୂର୍ଯ୍ୟାସ
56m ago
ମଣିପାଲ ଟାଇଗର୍ସକୁ 2 ରନ୍‌ରେ ହରାଇଲା କୋଣାର୍କ ସୂର୍ଯ୍ୟାସ
ଅର୍ଗସ ବ୍ୟୁରୋ: ମଣିପାଲ ଟାଇଗର୍ସକୁ ହରାଇଲା କୋଣାର୍କ ସୂର୍ଯ୍ୟାସ । ଲିଜେଣ୍ଡସ ଲିଗ୍ କ୍ରିକେଟରେ କୋଣାର୍କ ସୂର୍ଯ୍ୟାସ ଓଡ଼ିଶା ଦଳ ବିଜୟୀ । ବିଜୟ ସହ ଅଭିଯାନ ଆରମ୍ଭ କଲା କୋଣାର୍
ରତ୍ନଭଣ୍ଡାର
ଭିତର ରତ୍ନଭଣ୍ଡାର ଭିତରେ ଗୁପ୍ତକୋଠରୀ, ଗୁପ୍ତସୁଡଙ୍ଗ ରହସ୍ୟ ଖୋଜିବ ଜିପିଆର ସର୍ଭେ
ପୁରୀ: ଆଜି ପୁଣି ଖୋଲିବ ଭିତର ରତ୍ନଭଣ୍ଡାର । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ରତ୍ନଭଣ୍ଡାର ଖୋଲାଯାଇ ବୈଷୟିକ ସର୍ଭେ କରାଯିବ । ଭିତର ରତ୍ନଭଣ୍ଡାର ଭିତରେ ଗୁପ୍ତକୋଠରୀ