ମନୀଷ ସିସୋଦିଆଙ୍କ ବିଚାର ବିଭାଗୀୟ ହାଜତ ମେ’ ୨୧ ପର୍ଯ୍ୟନ୍ତ ବୃଦ୍ଧି
by Argus News
Wed, May 08 | 9:13 p.m.

ଅର୍ଗସ ବ୍ୟୁରୋ : ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଅବଧି ବୃଦ୍ଧି । ଦିଲ୍ଲୀ ମଦ ଦୁର୍ନୀତି ମାମଲା ମାମଲାରେ ଗିରଫ ସିସୋଦିଆଙ୍କ ଜେଲ୍ ଅବଧି  ମେ ୨୧ ଯାଏ ବୃଦ୍ଧି କରିଛନ୍ତି କୋର୍ଟ । ଏପଟେ ଜାମିନ ଆବେଦନ ଉପରେ ମଧ୍ୟ ସିସୋଦିଆଙ୍କୁ ନିରାଶ ହେବାକୁ ପଡ଼ିଛି । ଦିଲ୍ଲୀ ହାଇକୋର୍ଟ ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ଶୁଣାଣି ମେ’ ୧୩ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି । ମନୀଷଙ୍କ ଜାମିନ ଆବେଦନ ଉପରେ ଇଡି ଏବଂ ସିବିଆଇ ଏକ ସପ୍ତାହ ସମୟ ମାଗିଥିଲେ । 

ଅଧିକ ପଢନ୍ତୁ ଭାରତ ଖବର

କିନ୍ତୁ କୋର୍ଟ ମାତ୍ର ଚାରି ଦିନ ସମୟ ଦେଇଛନ୍ତି । ଶୁଣାଣି ସମୟରେ ମନୀଷଙ୍କ ଓକିଲ ବିବେକ ଜୈନ ଅଧିକ ସମୟର ଦାବିକୁ ବିରୋଧ କରିଥିଲେ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଇଡି ଏବଂ ସିବିଆଇ ତଦନ୍ତ ଜାରି ରହିଛି । ୨୦୨୩ ଫେବୃଆରୀରେ ଇଡି ମନୀଷ ସିସୋଦିଆଙ୍କୁ ଗିରଫ କରିଥିଲା । ଦିଲ୍ଲୀ ମଦ ଦୁର୍ନୀତି ଏବଂ କାର୍ଯ୍ୟକାରୀ କରିବାରେ ସଂପୃକ୍ତି ଅଭିଯୋଗ ପରେ ଗିରଫ ହୋଇଥିଲେ ସିସୋଦିଆ । 

HELICOPTER CARRYING
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀ
ରୋଡ ସୋ'
ରାଜଭବନରେ ପ୍ରଧାନମନ୍ତ୍ରୀ, କାଲି ମୋଦିଙ୍କ ରୋଡ ସୋ'
ଭୁବନେଶ୍ୱର: ରାଜଭବନ ଅଭିମୁଖେ ପ୍ରଧାନମନ୍ତ୍ରୀ। ପରିଚାଳନା କମିଟି ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ କରି ରାଜଭବନରେ ଅଭିମୁଖେ ଯାଉଛନ୍ତି ମୋଦି। ରାଜଭବନରେ ରାତ୍ରୀଯାପ
PM MODI
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
ଅର୍ଗସ ବ୍ୟୁରୋ : ଗୁରୁ ମନ୍ତ୍ର ବି ଦେଲେ ମୋଦି । ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା କମିଟିର ସଦସ୍ୟ ମାନଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ । ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍