ଯାତ୍ରୀବାହ ବସ୍ ଘାଟିକୁ ଖସି ପ୍ରାୟ ୨୪ଜଣଙ୍କ ମୃତ୍ୟୁ ହେବା ସହ  ୫ଜଣ ଗୁରୁତର
by Argus News
Sun, Oct 27 | 9:06 a.m.

ଅର୍ଗସ ବ୍ୟୁରୋ: ମେକ୍ସିକୋ ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଯାତ୍ରୀବାହ ବସ୍ ଘାଟିକୁ ଖସିବା ଯୋଗୁ ପ୍ରାୟ ୨୪ଜଣଙ୍କ ମୃତ୍ୟୁ ହେବା ସହ  ୫ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରି ନିରଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମେକ୍ସିକୋର କେନ୍ଦ୍ରୀୟ ଜାତୀୟ ରାଜପଥରେ ଯାତ୍ରୀବାହୀ ବସ୍‌କୁ ମକ୍କା ଭର୍ତ୍ତି ଟ୍ରାକ୍ଟର ପଛରୁ ଧକା ଦେଇଥିଲା । ଫଳରେ ବସ୍‌‌ଟି ଭାରସାମ୍ୟ ହରାଇ ଘାଟିକୁ ଖସିପଡ଼ିଥିଲା ।

 

ଘନ କୁହୁଡ଼ି
ଘନ କୁହୁଡ଼ି ଘେରରେ ନୀଳଗିରି
ଅର୍ଗସ ବ୍ୟୁରୋ: ଘନ କୁହୁଡି ଘେରରେ ନୀଳଗିରି। ଘର ଦ୍ୱାର ରାସ୍ତା ଘାଟ ସବୁଠି ଘନ କୁହୁଡି ଆସ୍ତରଣରେ ଆଚ୍ଛାଦିତ ହୋଇ ରହିଛି। କୁହୁଡି ଫଳରେ ରାସ୍ତାରେ ଯାତାୟାତରେ ଜନସାଧାରଣ ସହ ସ୍କୁଲ କଲେ
ଜାଆଁଳା ପିଲା ..
ଏହି ଗାଁ ରେ ଖାଲି ଜାଆଁଳା ପିଲା ..
ନୂଆଦିଲ୍ଲୀ: ଆଜି ଆମେ ଆପଣଙ୍କୁ ଭାରତର ଏକ ଅଭୂତ ଗାଁ ବିଷୟରେ କହିବୁ , ଯାହା ଜାଣିବା ପରେ ଆପଣ ବି ଆଶ୍ଚର୍ଯ୍ୟ ଓ ଚକିତ ହେବେ । କାରଣ ଇଏ ଏମିତି ଏକ ଗାଁ, ଯେଉଁଠି ପିଲା ଜନ୍ମ ହେବ
ଦୋଷା
ଦିଓ୍ୱାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା
ନୂଆଦିଲ୍ଲୀ: ଦିଓ୍ବାଲୀ ପାଇଁ ନାଗପୁରରେ ନନଷ୍ଟପ୍ ଦୋଷା। ହଁ ଦର୍ଶକବଦ୍ଧୁ ନାଗପୁରର ବିଷ୍ଣୁ ମନୋହର ନାମକ ଜଣେ ସେଫ୍ ୨୪ ଘଣ୍ଟା ଧରି ନନଷ୍ଟପ୍ ଦୋଷା ତିଆରି କରି ସୃଷ୍ଟି କରିଛନ୍ତ