ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ,  ଅଭିଯୁକ୍ତକୁ ଆଜୀବନ ଦଣ୍ତାଦେଶ 
by Argus News
Fri, Oct 11 | 8:18 a.m.

 ସମ୍ବଲପୁର:  ଭିନ୍ନକ୍ଷମ ନାବାଳିକାଙ୍କୁ ଦୁଷ୍କର୍ମ   ଅଭିଯୋଗରେ ଅଭିଯୁକ୍ତ କୁ ଆଜୀବନ କାରାଦଣ୍ଡ  । ସମ୍ବଲପୁର ଜିଲ୍ଲାର ଗୋବିନ୍ଦପୁର ଥାନା ଅଂଚଳରେ ଜଣେ ଭିନ୍ନକ୍ଷମ ନାବାଳିକା ଙ୍କୁ ସମ୍ପକୀୟ ମାମୁ ଜଶୋବନ୍ତ କାଣ୍ତୋଲା ଚକୋଲେଟ୍ ଦେବା ବାହାନାରେ ଦୁଷ୍କର୍ମ କରିଥିଲା । 

ନାବାଳିକା ଜଣକ ଗର୍ଭବତୀ ହେବା ପରେ ପରିବାର ପକ୍ଷରୁ ଗୋବିନ୍ଦପୁର ଥାନାରେ ଏତଲା ହୋଇଥିଲା । ଅଭିଯୋଗ ଆଧାରେ ଅଭିଯୁକ୍ତ କୁ ପୋଲିସ ଗିରଫ କରିଥିଲା । ଘଟଣାର ସମ୍ଵଲପୁର ସ୍ବତନ୍ତ୍ର ପୋକସୋ କୋର୍ଟ ବିଚାରପତି ଅଭିଳାଷ ସେନାପତି ୨୪ ଜଣ ସାକ୍ଷୀଙ୍କ ବୟାନ ବିଚାର କରିଥିଲେ । ଅଭିଯୁକ୍ତ କୁ ଆଜୀବନ କାରାଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି । 
ଅଧିକ ପଢନ୍ତୁ  ଓଡ଼ିଶା ଖବର 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର