କେନ୍ଦୁଝରରୁ ଭୋଜି ଖାଇ ଫେରିବାବେଳେ ଦୁର୍ଘଟଣା: ୩ମୃତ
by Argus News
Wed, Jul 10 | 7:54 a.m.

ଅର୍ଗସ ବ୍ୟୁରୋ: କେନ୍ଦୁଝରରୁ ଭୋଜି ଖାଇ ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଅଛନ୍ତି। ମୃତକଙ୍କ ୨ ଜଣ ଶିଶୁ ଥିବାବେଳେ ଜଣେ ମହିଳା ଅଛନ୍ତି। 

ଅନ୍ୟ ୨ ଜଣ ଗୁରୁତର ରାଉରକେଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।   ସମସ୍ତେ କୋଇଡା ଥାନ ଗୋପପୁର ସାହିର ବୋଲି ଜଣା ପଡିଛି।

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା