ନିଆଁ ଲାଗି ପୋଡ଼ିଗଲା ଏକର ଏକର ଜଙ୍ଗଲ
by Argus News
Thu, Apr 18 | 4:54 p.m.

ଅର୍ଗସ ବ୍ୟୁରୋ: ନିଆଁ ଲାଗି ପୋଡିଗଲା ଏକର ଏକର ଜଙ୍ଗଲ। ସଂରକ୍ଷିତ ଜଙ୍ଗଲରେ ଥିବା ଶହଶହ ଗଛ ପୋଡି ପାଉଁଶ। ସୂଚନାରୁ ଜଣାପଡିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ବ୍ଲକ ଛଣଗିରି ଗ୍ରାମପଞ୍ଚାୟତ ଓଳସିଂହ ଜଙ୍ଗଲରେ ଲାଗିଛି ନିଆଁ। 

ନିଆଁଲାଗି ଏକର ଏକର ଜଙ୍ଗଲରେ ଥିବା ଶହ ଶହ ଗଛ ପୋଡି ଯାଇଛି। ଜଙ୍ଗଲରେ ଥିବା ମୂଲ୍ୟବାନ ଗଛ ପୋଡି ନଷ୍ଟ ହୋଇଛି। କୌଣସି ଦୁର୍ବୁତ୍ତ ଜଙ୍ଗଲରେ ନିଆଁ ଲଗାଇ ଦେବାରୁ ଜଙ୍ଗଲ ହୁତୁହୁତୁ ହୋଇ ଜଳି ପାଉଁଶ ହୋଇଯାଇଛି।

ସ୍ଥାନୀୟ ଗ୍ରାମବାସୀମାନେ ନିଆଁକୁ ଲିଭାଇବାକୁ ଚେଷ୍ଟା ଜାରି ରଖିଛନ୍ତି। ଖବର ପାଇ ଖୋର୍ଦ୍ଧା ଓ ଟାଙ୍ଗି ଅଗ୍ନିଶମ ବାହିନୀ କର୍ମଚାରୀ ମାନେ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଥିବା ଜଣାପଡିଛି ହେଲେ ନିଆଁକୁ ଆୟତ୍ତ କରା ଯାଇ ନ ଥିବାରୁ ଜଙ୍ଗଲରେ ଥିବା ସମସ୍ତ ମୂଲ୍ୟବାନ ଗଛ ପୋଡି ନଷ୍ଟ ହେବାର ସମ୍ଭାବନା ଅଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ